ଏସଡିପିଓ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା ଭିଜିଲାନ୍ସ

ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଭିଜିଲାନ୍ସ ଜାଲରେ ପଡ଼ିଗଲେ ଏସଡିପିଓ ।  ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଏସଡିପିଓ ମଳୟ ନାୟକଙ୍କୁ ମାଡ଼ି ବସିଲା କଟକ ଭିଜିଲାନ୍ସ ବିଭାଗ । ହିନ୍ଦୋଳ ଅଞ୍ଚଳର ଦୁଃଖବନ୍ଧୁ ସାହୁ ନାମକ ଜଣେ ପଥରଖଣି ମାଲିକଙ୍କଠାରୁ କାରନ୍ଦା ଛକ ନିକଟରେ ୩୦ହଜାର ଟଙ୍କା ଲାଞ୍ଚ ନେଉଥିଲେ ଏସଡିପିଓ ମଳୟ ନାୟକ। ପଥର ପରିବହନ ସମୟରେ ଗାଡିଗୁଡ଼ିକୁ ପାସ୍‌ କରାଇଦେବା ପାଇଁ ଏହି ଟଙ୍କା ଲାଞ୍ଚ ନେଉଥିବା ବେଳେ […]

sdpo

sdpo

Niharika Rout
  • Published: Wednesday, 01 June 2022
  • Updated: 01 June 2022, 12:25 PM IST

Sports

Latest News

ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଭିଜିଲାନ୍ସ ଜାଲରେ ପଡ଼ିଗଲେ ଏସଡିପିଓ ।  ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଏସଡିପିଓ ମଳୟ ନାୟକଙ୍କୁ ମାଡ଼ି ବସିଲା କଟକ ଭିଜିଲାନ୍ସ ବିଭାଗ ।

ହିନ୍ଦୋଳ ଅଞ୍ଚଳର ଦୁଃଖବନ୍ଧୁ ସାହୁ ନାମକ ଜଣେ ପଥରଖଣି ମାଲିକଙ୍କଠାରୁ କାରନ୍ଦା ଛକ ନିକଟରେ ୩୦ହଜାର ଟଙ୍କା ଲାଞ୍ଚ ନେଉଥିଲେ ଏସଡିପିଓ ମଳୟ ନାୟକ। ପଥର ପରିବହନ ସମୟରେ ଗାଡିଗୁଡ଼ିକୁ ପାସ୍‌ କରାଇଦେବା ପାଇଁ ଏହି ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ମାଡିବସିଛି ଭିଜିଲାନ୍ସ ।

ଏ ନେଇ ଦୁଃଖବନ୍ଧୁ କହିଛନ୍ତି, ଗାଡ଼ିର ସମସ୍ତ କାଗଜପତ୍ର ଓ ଅନୁମତି ଥିବା ସତ୍ତ୍ୱେ ଏସଡିପିଓ ମଳୟ ନାୟକ ବାରମ୍ବାର ଧମକ ଦେବା ସହ ୩୦ ହଜାର ଟଙ୍କା ଲାଞ୍ଚ ମାଗୁଥିଲେ। ପୂର୍ବ ଯୋଜନା ମୁତାବକ ଟଙ୍କା ନେବା ନିମନ୍ତେ ସେ କାରନ୍ଦା ଛକକୁ ଆସିଥିଲେ। ପୂର୍ବ ଯୋଜନା ମୁତାବକ  ଉକ୍ତ ସମୟରେ ସେଠାରେ ଭିଜିଲାନ୍ସ ବିଭାଗ ଅଧିକାରୀ ଛକି ରହିଥିଲେ। ଏସଡିପିଓ  ଲାଞ୍ଚ ଟଙ୍କା ନେବା ବେଳେ ସିଧାସଳଖ ଭାବେ ମାଡ଼ଇ ବସିଛି ଏସଡିପିଓ । ଭିଜିଲାନ୍ସ ବିଭାଗ ତାଙ୍କୁ ନେଇ ଅଧିକ ପଚରାଉଚରା ଜାରି ରଖିଛି ।

ସୂଚନାଯୋଗ୍ୟ, ପୂର୍ବରୁ ମଳୟ ନାୟକ ଢେଙ୍କାନାଳ ସଦର ଥାନା ଆଇଆଇସି ଥିବା ବେଳେ ପରେ ହିନ୍ଦୋଳରେ ଯୋଗ ଦେଇଥିଲେ।  ମଳୟ ନାୟକ ଦୀର୍ଘ ଦିନ ଧରି ଖଣି ଲିଜଧାରୀ ଓ ସାଧାରଣ ଲୋକଙ୍କଠାରୁ ଲାଞ୍ଚ ନେଉଥିବା ଅଭିଯୋଗ ହେଉଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story