ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ। ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ରାଜା ଅଲ୍ଲୀଙ୍କ କାର୍ଯ୍ୟାଳୟରୁ ମିଳିଲା ୨ ଲକ୍ଷ ୩୪ ହଜାର ୯ଶହ ଟଙ୍କା । ଏହାକୁ ଭିଜିଲାନ୍ସ ଜବତ କରିବା ସହ ତାଙ୍କ କାର୍ଯ୍ୟାଳୟରେ ତନାଘନା ଚଳାଇଛି।
ଏତେ ଟଙ୍କା କେଉଁଠୁ ଓ କାହାଦ୍ୱାରା ଆସି ତାଙ୍କ ଡ୍ରରେ ପଶିଲା ସେ ସମ୍ପର୍କରେ ଜାଣି ନ ଥିବା କହିଛନ୍ତି ମୁଖ୍ୟ ଯୋଗାଣ ଅଧିକାରୀ । ତେବେ ତଦନ୍ତ ଚାଲିଥିବାରୁ ତାଙ୍କୁ ଅଟକ ରଖାଯାଇଥିବା କହିଛନ୍ତି ଭିଜିଲାନ୍ସ ଏସପି।
ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଭିଜିଲାନ୍ସ ଅତିରିକ୍ତ ଏସପିଙ୍କ ଉପସ୍ଥିତିରେ ଏହି ଚଢାଉ ଚାଲିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କାର୍ଯ୍ୟରେ ଯୋଗଦେଲେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ
ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିଲେ ସୁଜାତା।
Crime
ଖଣି ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ; ୭ଟି ସ୍ଥାନରେ ଚଢ଼ଉ
ପଦ୍ମନାଭ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Miscellaneous
ବାହାର ରାଜ୍ୟକୁ ଚାଲାଣ ହେଉଥିଲେ ୧୭ ଦାଦନ ଶ୍ରମିକ; ଅଟକାଇ ଦେଲା ପୁଲିସ୍
ଉଦ୍ଧାର ଶ୍ରମିକମାନଙ୍କ ମଧ୍ୟରେ ପୁରୁଷ ୭, ମହିଳା ୮ ଓ ଛୋଟଛୁଆ ୨ ଜଣ ଅଛନ୍ତି।
Events & Festivals
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।
Crime
ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ; ମାଡ଼ି ବସିଲା ଭିଜିଲାନ୍ସ
ଗତକାଲି ସନ୍ଧ୍ୟାରେ ହୃଷିକେଷ ନଳିନୀଙ୍କୁ ଲାଞ୍ଚ ଟଙ୍କା ଦେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ି ବସିଥିଲା।