ଦେଶର ରକ୍ଷା ପାଇଁ ସେନାରେ ଭର୍ତ୍ତି ହୋଇଥିଲେ। ଏଥିପାଇଁ ପୂରା ଗାଁ ବି ଗର୍ବ କରୁଥୁଲା।ହେଲେ କ୍ୟାନ୍ସର ରୋଗରେ ଆକ୍ରାନ୍ତ ହୋଇ ଜୀବନ ଚାଲିଯିବା ପରେ ଏବେ ଗାଁରେ ଖେଳାଇ ଦେଇଛି ଶୋକର ଛାୟା। ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକରେ ଦେଖିବାକୁ ମିଲିଛି ଏପରି ଦୃଶ୍ୟ। ଯାହାକୁ ନେଇ ସ୍ତବ୍ଧ ହୋଇପଡ଼ିଛି ପୂରା ଗାଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭୁବନେଶ୍ୱର-ଝାରସୁଗୁଡ଼ାରୁ ମିଳିବ ଆଉ ୯ଟି ସହରକୁ ସିଧାସଳଖ ବିମାନସେବା
ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଆଉ ୫ଟି ସହରକୁ ଓ ଝାରସୁଗୁଡ଼ାସ୍ଥିତ ବୀରସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆଉ ୪ଟି ସହରକୁ ସିଧାସଳଖ ବିମାନ ସେବା ମିଳିବ ।
Miscellaneous
୧୮ ଓ ୨୫ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ
ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତ ଜୁଲାଇ ୧ରୁ ପ୍ରତ୍ୟେକ ସୋମବାର ‘ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ’ରେ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି ।
Politics
ଆଦିବାସୀଙ୍କ ପାଇଁ ଖୁସି ଖବର; ଖୁବ୍ ଶୀଘ୍ର ଲାଗୁ ହେବ ପେସା ଆଇନ୍
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ପେଶା ଆଇନ୍। ତେବେ ତା’ ପୂର୍ବରୁ ଲୋକଙ୍କ ମତାମତ ନିଆଯିବ। ପେସା ଆଇନ୍ ବାବଦରେ ସଚେତନ କରାଯିବ।
Accident
କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ, ପୋଖରୀରେ ବୁଡ଼ିଗଲେ ୫ ଶିଶୁ
ଡଙ୍ଗା ଓ କଏନ ଆଣିବାକୁ ଯାଇ ଘଟିଛି ଏଭଳି ଅଘଟଣ!
Politics
ଜୟନାରାୟଣଙ୍କ ସମର୍ଥନରେ ବାହାରିଲା ବିଜେପି: ବିଜେଡିକୁ ଦେଲା ତା’ରି ଭାଷାରେ ପାଲଟା ଜବାବ
୨୦୨୩ ମସିହାରେ ବିଜେଡି ଶାସନକାଳରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଜଣେ ମହିଳା ପୁଲିସ ଅଧିକାରୀଙ୍କ ସହ ହାତାହାତି ହେବା ଘଟଣାରେ ଜୟନାରାୟଣଙ୍କ ଆଗୁଆ ଜାମିନ ଆବେଦନକୁ ସୁପ୍ରିମକୋର୍ଟ ଗତକାଲି ଖାରଜ କରିଛନ୍ତି ।