ହଟହଟା ହେଲେ ତହସିଲଦାର

ନୀଳଗିରି(ଓଡ଼ିଶା ରିପୋର୍ଟର):ହଟହଟା ହେଲେ ତହସିଲଦାର। ଏକ ବାଲି ବୋଝେଇ ଟ୍ରକ୍‌କୁ  ଅଟକ ରଖିବାକୁ ଯାଇ ନିଜେ ଅଟକ ରହିଲେ ତହସିଲଦାର।  ଆଜି ଅପରାହ୍ନରେ ଏକ ବାଲି ବୋଝେଇ ଡମ୍ପରକୁ ଅଟକାଇବାକୁ ମଛୁଆ ଅଞ୍ଚଳରେ  ନୀଳଗିରି ତହସିଲଦାର ସୁଶ୍ରୀତା ଟୁଡୁ ପ୍ରୟାସ କରିଥିଲେ । ହେଲେ ଗ୍ରାମବାସୀ ଟ୍ରକର ପରମିଟ ଠିକଅଛି ଯୁକ୍ତି ବାଢି ଉକ୍ତ ସ୍ଥାନରେ ତହସିଲଦାରଙ୍କୁ ଅଟକ ରଖିଛନ୍ତି ।

ti-1

ti-1

Tapas Behera
  • Published: Friday, 12 July 2019
  • Updated: 12 July 2019, 04:37 PM IST

Sports

Latest News

ନୀଳଗିରି(ଓଡ଼ିଶା ରିପୋର୍ଟର):ହଟହଟା ହେଲେ ତହସିଲଦାର। ଏକ ବାଲି ବୋଝେଇ ଟ୍ରକ୍‌କୁ  ଅଟକ ରଖିବାକୁ ଯାଇ ନିଜେ ଅଟକ ରହିଲେ ତହସିଲଦାର।  ଆଜି ଅପରାହ୍ନରେ ଏକ ବାଲି ବୋଝେଇ ଡମ୍ପରକୁ ଅଟକାଇବାକୁ ମଛୁଆ ଅଞ୍ଚଳରେ  ନୀଳଗିରି ତହସିଲଦାର ସୁଶ୍ରୀତା ଟୁଡୁ ପ୍ରୟାସ କରିଥିଲେ । ହେଲେ ଗ୍ରାମବାସୀ ଟ୍ରକର ପରମିଟ ଠିକଅଛି ଯୁକ୍ତି ବାଢି ଉକ୍ତ ସ୍ଥାନରେ ତହସିଲଦାରଙ୍କୁ ଅଟକ ରଖିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos