ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ ଗାଁ ଲୋକେ

ମୁନିଗୁଡ଼ା(ନନ୍ଦକିଶୋର ପଟ୍ଟନାୟକ): ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ୍‌ ଚାଟିକଣା ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ ଗାଁ ଲୋକେ। ସରପଞ୍ଚଙ୍କ ମନମୁଖି କାର୍ଯ୍ୟକଳାପକୁ ନେଇ ଉତ୍ତ୍ୟକ୍ତ ଲୋକେ ତାଲା ପକାଇଥିବା ଜଣାପଡ଼ିଛି। ସୂଚନାଅନୁଯାୟୀ, ସରପଞ୍ଚଙ୍କ ମନମୁଖି କାର୍ଯ୍ୟକଳାପ ଯୋଗୁ ଗାଁର ପ୍ରତ୍ୟକ ଉନ୍ନୟନମୂଳକ କାର୍ଯ୍ୟରେ ବାଧା ସୃଷ୍ଟି ହେଉଥିଲା। ଏନେଇ ଗାଁ ଲୋକେ ବ୍ଲକ କାର୍ଯ୍ୟାଳୟରେ ଅଭିଯୋଗ ମଧ୍ୟ କରି ଆସୁଥିଲେ। ହେଲେ ଏହାର କୌଣସି ସମାଧାନ ହୋଇ ପାରୁ ନଥିଲା। ତେଣୁ ଗତକାଲି ଶତାଧିକ ଗାଁ ଲୋକ […]

lock

lock

Jyoshna Pradhan
  • Published: Tuesday, 24 December 2019
  • Updated: 24 December 2019, 10:25 AM IST

Sports

Latest News

ମୁନିଗୁଡ଼ା(ନନ୍ଦକିଶୋର ପଟ୍ଟନାୟକ): ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ୍‌ ଚାଟିକଣା ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ ଗାଁ ଲୋକେ। ସରପଞ୍ଚଙ୍କ ମନମୁଖି କାର୍ଯ୍ୟକଳାପକୁ ନେଇ ଉତ୍ତ୍ୟକ୍ତ ଲୋକେ ତାଲା ପକାଇଥିବା ଜଣାପଡ଼ିଛି।

ସୂଚନାଅନୁଯାୟୀ, ସରପଞ୍ଚଙ୍କ ମନମୁଖି କାର୍ଯ୍ୟକଳାପ ଯୋଗୁ ଗାଁର ପ୍ରତ୍ୟକ ଉନ୍ନୟନମୂଳକ କାର୍ଯ୍ୟରେ ବାଧା ସୃଷ୍ଟି ହେଉଥିଲା। ଏନେଇ ଗାଁ ଲୋକେ ବ୍ଲକ କାର୍ଯ୍ୟାଳୟରେ ଅଭିଯୋଗ ମଧ୍ୟ କରି ଆସୁଥିଲେ। ହେଲେ ଏହାର କୌଣସି ସମାଧାନ ହୋଇ ପାରୁ ନଥିଲା। ତେଣୁ ଗତକାଲି ଶତାଧିକ ଗାଁ ଲୋକ ଏକାଠି ହୋଇ ତାଲା ପକାଇ ଦେବା ସହ ପଞ୍ଚାୟତ କର୍ଯ୍ୟାଳୟକୁ ଘେରାଉ କରି ରଖିଥିଲେ। ଏନେଇ ଖବର ପାଇ ପୁଲିସ୍‌ ଓ ବ୍ଲକ୍‌ ପ୍ରଶାସନ ପହଞ୍ଚି ଗାଁ ଲୋକ ଏବଂ ସରପଞ୍ଚଙ୍କୁ ବୁଝାସୁଝା କରିଥିଲେ। ଏହାପରେ ଗାଁଲୋକେ ପଞ୍ଚାୟତ କାର୍ଯ୍ୟାଳୟରୁ ତାଲା ଖୋଲିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story