ଅଶାନ୍ତ ସମ୍ବଲପୁର | Odisha Reporter
Advertisment
ସମ୍ବଲପୁରରେ ହନୁମାନ ଜୟନ୍ତୀ ବାଇକ ରାଲି ବେଳେ ପଥରମାଡ଼ ଘଟଣାକୁ ନେଇ ସହରର ଅଧିକାଂଶ ଅଞ୍ଚଳରେ ୧୪୪ ଧାରା ଜାରି ହୋଇଛି। ଏହାସହ ଶାନ୍ତି ଶୃଙ୍ଖଳା ବଜାୟ ପାଇଁ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ୪୮ ଘଣ୍ଟା ପାଇଁ ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us