ଭୁବନେଶ୍ୱର: ଭିସ୍ତା ଚିଟ୍ ଫଣ୍ଡ୍ ମାମଲାରେ ସଂସ୍ଥାର ପୂର୍ବତନ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍ ଦେବପ୍ରସାଦ ମିଶ୍ର କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ ହୋଇଛନ୍ତି। ତାଙ୍କ ନଁରେ ୬୦ଲକ୍ଷରୁ ଅଧିକ ଟଙ୍କ। ହେରଫେର୍ ଅଭିଯୋଗ ରହିଛି। କ୍ରାଇମବ୍ରାଞ୍ଚ ଅଧିକାରୀମାନେ ତାଙ୍କୁ ଭୁବନେଶ୍ୱରରୁ ଗିରଫ କରିଛନ୍ତି। ୨୦୦୯ରୁ ୨୦୧୧ ପର୍ଯ୍ୟନ୍ତ ଦେବପ୍ରସାଦ ଭିଷ୍ଟାର ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଥିଲେ ଓ ଇନକମ୍ ଟ୍ୟାକ୍ସ ବାବଦକୁ ୪୦ ଲକ୍ଷ ଟଙ୍କ। ସହ ବିଭିନ୍ନ ଟ୍ୟାକ୍ସ ବାବଦକୁ ମୋଟ ୬୦ ଲକ୍ଷ ଟଙ୍କ। ନେଇଥିଲେ। କିନ୍ତୁ ବଦଳରେ ଜାଲ୍ କାଗଜପତ୍ର ଦେଇଥିଲେ। ପୂର୍ବରୁ ଭିଷ୍ଟାର ସିଏମ୍ଡି ଦେବକୁମାର ପଣ୍ଡାଙ୍କ ସମେତ ୩ ଜଣଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।