ଭୁବନେଶ୍ୱର: ଭିସ୍ତା ଚିଟପଣ୍ଡ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ସଂସ୍ଥାର ଅନ୍ୟତମ ନିର୍ଦ୍ଦେଶକ ବିଜୟ ସ୍ୱାଇଁଙ୍କୁ ଗିରଫ କରିଛି। ତାଙ୍କୁ ଭୁବନେଶ୍ୱରରୁ ଗିରଫ କରାଯାଇଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ଆଜି ବଲାଙ୍ଗୀର ଓ ଭବାନୀପାଟଣା ସମେତ ଏକାଧିକ ସ୍ଥାନରେ ଚଢାଉ ଚାଲିଛି। ଏନେଇ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ବିଜୟ କୁମାର ଶର୍ମା।
ଅନ୍ୟପକ୍ଷରେ ଗତ ୧୭ ତାରିଖରେ ଭୁବନେଶ୍ୱରରୁ ବିଶାଖାପାଟଣାକୁ ଯାଉଥିବା ଏକ ଟ୍ରେନରୁ ଚିଟ୍ଫଣ୍ଡ ସଂସ୍ଥା ଭିସ୍ତାର ପରିଚାଳନା ନିଦ୍ଦେର୍ଶକ ଦେବ କୁମାର ପଣ୍ଡାଙ୍କୁ କ୍ରାଇମବ୍ରାଞ୍ଚର ଇକୋନମିକ ଅଫେନ୍ସ ୱିଙ୍ଗ ଗିରଫ କରିଥିଲା। ତାଙ୍କଠାରୁ ମିଳିଥିବା ତଥ୍ୟକୁ ଆଧାର କରି ଏହି ଚିଟପଣ୍ଡ ସଂସ୍ଥାର ଅନ୍ୟତମ ନିର୍ଦ୍ଦେଶକ ବିଜୟ ସ୍ୱାଇଁଙ୍କୁ ଆଜି ଏହି ଟିମ୍ ଗିରଫ କରିଥିବା ସୂଚନା ମିଳିଛି।
ସୂଚନାଯାଗ୍ୟ ଯେ, ଭିସ୍ତା କମ୍ପାନୀ କଳାହାଣ୍ଡି ଏବଂ ବଲାଙ୍ଗୀର ଜମାକାରୀଙ୍କଠାରୁ ୫୦ କୋଟି ଟଙ୍କା ହଡ଼ପ କରିଥିବା ଅଭିଯୋଗ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭିଜିଲାନ୍ସ ଜାଲରେ ଡେପୁଟି ଜେନେରାଲ୍ ମ୍ୟାନେଜର୍; ୪ଟି ସ୍ଥାନରେ ଚଢ଼ାଉ
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।