ସମ୍ବଲପୁର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣ ଦାଉରୁ ରକ୍ଷା ପାଇବା ପାଇଁ ଭିସୁଟ୍ ପରିସରକୁ ସାନିଟାଇଜ୍ କରାଯିବ। ଏଥିନିମନ୍ତେ ଆଜିଠୂ ୩ ଦିନ ବନ୍ଦ ରହିବ ଭିସୁଟ୍ ।
ପୂର୍ବଭଳି ଶନିବାର ଓ ରବିବାର ଭିସୁଟ୍ ବନ୍ଦ ରହିବ। ଏହାବ୍ୟତୀତ ଆସନ୍ତା ୧୨ ତାରିଖ ସୋମବାର ମଧ୍ୟ ବନ୍ଦ ରହିବ ଏହି ଶିକ୍ଷାନୁଷ୍ଠାନ। ଭିସୁଟ୍ ପରିସରକୁ ସାନିଟାଇଜ୍ କରାଯିବା ନିମନ୍ତେ ମୋଟ ୩ ଦିନ ପାଇଁ ଭିସୁଟ୍ ବନ୍ଦ ରହିବ ବୋଲି ଘୋଷଣା କଲେ କର୍ତ୍ତୃପକ୍ଷ। ପୂର୍ବଭଳି ଅନ୍ଲାଇନ୍ରେ କିନ୍ତୁ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନ କରିବେ ଅଧ୍ୟାପକ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।
Crime
ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ; ମାଡ଼ି ବସିଲା ଭିଜିଲାନ୍ସ
ଗତକାଲି ସନ୍ଧ୍ୟାରେ ହୃଷିକେଷ ନଳିନୀଙ୍କୁ ଲାଞ୍ଚ ଟଙ୍କା ଦେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ି ବସିଥିଲା।
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।