ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଆସିବ ପୌର ନିର୍ବାଚନର ଫଳାଫଳ । ଭଦ୍ରକ ଜିଲ୍ଲା ଧାମନଗର ଏନ୍ଏସିକୁ ଛାଡ଼ି ୩ଟି ମହାନଗର ନିଗମ ଏବଂ ୧୦୫ ପୌରାଞ୍ଚଳର ଆସିବ ଜନାଦେଶ । ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହେବ ।
ଭୁବନେଶ୍ୱର ମହାନଗର ନିଗମ ଏଥର ଦେଖିବ ପ୍ରଥମ ମହିଳା ମେୟର । କିଏ ପିନ୍ଧିବ ଭୁବନେଶ୍ୱର ମେୟର ମୁକୁଟ, ତା ଉପରେ ସମସ୍ତଙ୍କ ନଜର ରହିଛି । ସେପଟେ ଭୋଟ ଗଣତି ପୂର୍ବରୁ ଭଦ୍ରକ ପୌରାଞ୍ଚଳରେ ଲାଗିଛି ୧୪୪ ଧାରା । ଆଇନ୍ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ମଧ୍ୟରାତ୍ରିରୁ ଏହି କଟକଣା ଲଗାଇଛି ଜିଲ୍ଲା ପ୍ରଶାସନ । ୧୪୪ ଧାରା ଆସନ୍ତାକାଲି ସକାଳ ୬ଟା ପର୍ଯ୍ୟନ୍ତ ବଳବତ୍ତର ରହିବ । ଫଳରେ ସମସ୍ତ ବ୍ୟକ୍ତିଗତ ଓ ବେସରକାରୀ ଚାରିଚକିଆ ଯାନର ଚଳାଚଳ ଭଦ୍ରକ ପୌରାଞ୍ଚଳ ମଧ୍ୟରେ ନିଷିଦ୍ଧ କରାଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ସୀମାରେ ଅଟକିଛି ଶହ ଶହ ଆଳୁ ବୋଝେଇ ଟ୍ରକ୍; ଛାଡ଼ୁନି ପଶ୍ଚିମବଙ୍ଗ ସରକାର
ବୁଧବାର ରାତିରୁ ଲକ୍ଷ୍ମଣନାଥ ଟୋଲ ଗେଟ୍ରୁ ୨୫ କିମି ଦୂରରେ ତଥା ବେଲଦାରେ ଶତାଧିକ ଆଳୁ ଟ୍ରକ୍ ଅଟକି ରହିଛି।
Accident
ଜଳିଗଲା ଧାନ ଗଦା, ୧୦ ଏକର ଜମିର ଧାନ ଫସଲ ଭସ୍ମ
ଗତକାଲି କିଛି ଦୁର୍ବୃତ୍ତମାନେ ଧାନ ଗଦାରେ ନିଆଁ ଲଗାଇ ଦେଇଥିଲେ।
Miscellaneous
ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍; ଏଣିକି ମଣ୍ଡି ଜଗୁଛି ସିସିଟିଭି
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍କୁ ଉଦ୍ଘାଟନ କରିଛନ୍ତି। ମଣ୍ଡି ସଂପର୍କିତ ଅସୁବିଧା ନେଇ ଟୋଲ୍ ଫ୍ରି ନମ୍ବର ୧୯୬୭ରେ କଲ୍ କରିପାରିବେ ଚାଷୀ।
Accident
ଡମ୍ଫରକୁ ପିଟିଲା ଆମ୍ବୁଲାନ୍ସ; ଜଣେ ମୃତ, ୩ ଆହତ
ଗତକାଲି ରାତିରେ ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ଆସୁଥିଲା।
Accident
ଟ୍ରାକ୍ରେ ଦୌଡ଼ୁଥିଲା ଟ୍ରେନ୍, ତଳେ ଲାଗିଲା ନିଆଁ
କୋରାପୁଟ ଜିଲ୍ଲା ମାଛକୁଣ୍ଡ ଷ୍ଟେଶନ ନିକଟରେ ଗତକାଲି ବିଶାଖାପାଟଣା-କିରାଣ୍ଡୁଳକୁ ସଂଯୋଗ କରୁଥିବା କେକେ ରେଳପଥରେ ଏକ ମାଲବାହୀ ଟ୍ରେନରେ ନିଆଁ ଲାଗି ଯାଇଥିଲା। ଏଥିଯୋଗୁ ମାଲବାହୀ ଟ୍ରେନ୍ର ପ୍ରାୟ ୮ଟି ବଗି କ୍ଷତିଗ୍ରସ୍ତ ହୋଇଛି।