ଭୋଟ ଦେବାକୁ ଆସି ବୃଦ୍ଧାଙ୍କ ମୃତ୍ୟୁ

ପାରାଦୀପ: ପାରାଦୀପ ଉପକଣ୍ଠ କୁଜଙ୍ଗ ବ୍ଲକ ହସିଣା ଗାଁରେ ଆଜି ଭୋଟ ଦେବାକୁ ଆସିଥିବା ବେଳେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାମ ଅହଲ୍ୟା ସାହୁ। ମତଦାନ କେନ୍ଦ୍ରରେ ପ୍ରଥମେ ଅସୁସ୍ଥ ହୋଇପଡ଼ିଥିଲେ ଅହଲ୍ୟା। ପରେ ସେ  ଗୁରୁତର ହୋଇପଡ଼ିବାରୁ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଅହଲ୍ୟା ଦୀର୍ଘ ଦିନ ହେବ ଅସୁସ୍ଥ ଥିଲେ ବୋଲି ଜଣାପଡ଼ିଛି।

paradeep,,,

Rakesh Mallick
  • Published: Friday, 17 February 2017
  • , Updated: 17 February 2017, 03:05 PM IST

ପାରାଦୀପ: ପାରାଦୀପ ଉପକଣ୍ଠ କୁଜଙ୍ଗ ବ୍ଲକ ହସିଣା ଗାଁରେ ଆଜି ଭୋଟ ଦେବାକୁ ଆସିଥିବା ବେଳେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାମ ଅହଲ୍ୟା ସାହୁ।

ମତଦାନ କେନ୍ଦ୍ରରେ ପ୍ରଥମେ ଅସୁସ୍ଥ ହୋଇପଡ଼ିଥିଲେ ଅହଲ୍ୟା। ପରେ ସେ  ଗୁରୁତର ହୋଇପଡ଼ିବାରୁ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଅହଲ୍ୟା ଦୀର୍ଘ ଦିନ ହେବ ଅସୁସ୍ଥ ଥିଲେ ବୋଲି ଜଣାପଡ଼ିଛି।

Related story