ପାଟକୁରା ଭୋଟ୍ ପାଇଁ ସବୈତନିକ ଛୁଟି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୦ତାରିଖରେ ହେବାକୁ ଥିବା ପାଟକୁରା ବିଧାନସଭା ନିର୍ବାଚନ ପାଇଁ ରାଜ୍ୟ ସରକାର ସବୈତନିକ ଛୁଟି ଘୋଷଣା କରିଛନ୍ତି। ସମସ୍ତ ଶିଳ୍ପ ସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନର କର୍ମଚାରୀମାନେ ଯଦି ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀର ଭୋଟର ହୋଇଥିବେ ସେମାନେ ନିଜର ମତାଧିକାର ସାବ୍ୟସ୍ତ ପାଇଁ ଉକ୍ତ ଦିନକୁ ସବୈତନିକ ଛୁଟି ଭାବେ ପାଇପାରିବେ। ଏହାବ୍ୟତୀତ ପାଟକୁରା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ଶିଳ୍ପ ସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନ ଆଦି ମତଦାନ […]

election-commission-agrees-in-principle-to-voting-machines-with-printouts_081013043138

Manoranjan Sial
  • Published: Wednesday, 17 July 2019
  • Updated: 17 July 2019, 08:44 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୦ତାରିଖରେ ହେବାକୁ ଥିବା ପାଟକୁରା ବିଧାନସଭା ନିର୍ବାଚନ ପାଇଁ ରାଜ୍ୟ ସରକାର ସବୈତନିକ ଛୁଟି ଘୋଷଣା କରିଛନ୍ତି। ସମସ୍ତ ଶିଳ୍ପ ସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନର କର୍ମଚାରୀମାନେ ଯଦି ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀର ଭୋଟର ହୋଇଥିବେ ସେମାନେ ନିଜର ମତାଧିକାର ସାବ୍ୟସ୍ତ ପାଇଁ ଉକ୍ତ ଦିନକୁ ସବୈତନିକ ଛୁଟି ଭାବେ ପାଇପାରିବେ। ଏହାବ୍ୟତୀତ ପାଟକୁରା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ଶିଳ୍ପ ସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନ ଆଦି ମତଦାନ ଦିବସ(ଜୁଲାଇ ୨୦) ତାରିଖରେ ବନ୍ଦ ରହିବ ବୋଲି ରାଜ୍ୟ ଶ୍ରମ ବିଭାଗ ପକ୍ଷରୁ ଜାରି ପ୍ରେସ୍ ରିଲିଜରେ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story