ପାଟକୁରା ଭୋଟ୍ ପାଇଁ ସବୈତନିକ ଛୁଟି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୦ତାରିଖରେ ହେବାକୁ ଥିବା ପାଟକୁରା ବିଧାନସଭା ନିର୍ବାଚନ ପାଇଁ ରାଜ୍ୟ ସରକାର ସବୈତନିକ ଛୁଟି ଘୋଷଣା କରିଛନ୍ତି। ସମସ୍ତ ଶିଳ୍ପ ସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନର କର୍ମଚାରୀମାନେ ଯଦି ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀର ଭୋଟର ହୋଇଥିବେ ସେମାନେ ନିଜର ମତାଧିକାର ସାବ୍ୟସ୍ତ ପାଇଁ ଉକ୍ତ ଦିନକୁ ସବୈତନିକ ଛୁଟି ଭାବେ ପାଇପାରିବେ। ଏହାବ୍ୟତୀତ ପାଟକୁରା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ଶିଳ୍ପ ସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନ ଆଦି ମତଦାନ […]

election-commission-agrees-in-principle-to-voting-machines-with-printouts_081013043138

Manoranjan Sial
  • Published: Wednesday, 17 July 2019
  • , Updated: 17 July 2019, 08:44 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୦ତାରିଖରେ ହେବାକୁ ଥିବା ପାଟକୁରା ବିଧାନସଭା ନିର୍ବାଚନ ପାଇଁ ରାଜ୍ୟ ସରକାର ସବୈତନିକ ଛୁଟି ଘୋଷଣା କରିଛନ୍ତି। ସମସ୍ତ ଶିଳ୍ପ ସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନର କର୍ମଚାରୀମାନେ ଯଦି ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀର ଭୋଟର ହୋଇଥିବେ ସେମାନେ ନିଜର ମତାଧିକାର ସାବ୍ୟସ୍ତ ପାଇଁ ଉକ୍ତ ଦିନକୁ ସବୈତନିକ ଛୁଟି ଭାବେ ପାଇପାରିବେ। ଏହାବ୍ୟତୀତ ପାଟକୁରା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ଶିଳ୍ପ ସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନ ଆଦି ମତଦାନ ଦିବସ(ଜୁଲାଇ ୨୦) ତାରିଖରେ ବନ୍ଦ ରହିବ ବୋଲି ରାଜ୍ୟ ଶ୍ରମ ବିଭାଗ ପକ୍ଷରୁ ଜାରି ପ୍ରେସ୍ ରିଲିଜରେ ସୂଚନା ଦିଆଯାଇଛି।

Related story