ଆରମ୍ଭରୁ ଇଭିଏମ୍ ଅଚଳ, ମତଦାନ ବାଧାପ୍ରାପ୍ତ

ଭଦ୍ରକ (ଓଡ଼ିଶା ରିପୋର୍ଟର): ଧାମନଗର ଫାଇଟ୍ ପାଇଁ ଚାଲିଛି ଭୋଟିଂ। ସକାଳ ୭ଟାରୁ  ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ ଆରମ୍ଭରୁ ବିଭିନ୍ନ ବୁଥ୍‌ରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ପରିଲକ୍ଷିତ ହୋଇଛି। ଧାମନଗର ମଙ୍ଗଳପୁର ପ୍ରାଥମିକ ସ୍କୁଲର ୧୫ ନଂ ବୁଥର ଇଭିଏମରେ ଯାନ୍ତ୍ରିକ ତ୍ରୁଟି ପରିଲକ୍ଷିତ ହୋଇଛି। ଫଳରେ ମତଦାନ ବିଳମ୍ବ ହୋଇଛି। ଲୋକମାନେ ମତଦାନ ପାଇଁ ଭୋଟ କେନ୍ଦ୍ର ଆଗରେ ଅପେକ୍ଷା କରି ରହିଛନ୍ତି। ସେହିପରି କାଁପଡ଼ାରେ ହୋଇଥିବା ୭୫ ନଂ ବୁଥରେ […]

vote

vote

Tapaswini Nayak
  • Published: Thursday, 03 November 2022
  • Updated: 03 November 2022, 02:14 PM IST

Sports

Latest News

ଭଦ୍ରକ (ଓଡ଼ିଶା ରିପୋର୍ଟର): ଧାମନଗର ଫାଇଟ୍ ପାଇଁ ଚାଲିଛି ଭୋଟିଂ। ସକାଳ ୭ଟାରୁ  ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ ଆରମ୍ଭରୁ ବିଭିନ୍ନ ବୁଥ୍‌ରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ପରିଲକ୍ଷିତ ହୋଇଛି।

ଧାମନଗର ମଙ୍ଗଳପୁର ପ୍ରାଥମିକ ସ୍କୁଲର ୧୫ ନଂ ବୁଥର ଇଭିଏମରେ ଯାନ୍ତ୍ରିକ ତ୍ରୁଟି ପରିଲକ୍ଷିତ ହୋଇଛି। ଫଳରେ ମତଦାନ ବିଳମ୍ବ ହୋଇଛି। ଲୋକମାନେ ମତଦାନ ପାଇଁ ଭୋଟ କେନ୍ଦ୍ର ଆଗରେ ଅପେକ୍ଷା କରି ରହିଛନ୍ତି।

ସେହିପରି କାଁପଡ଼ାରେ ହୋଇଥିବା ୭୫ ନଂ ବୁଥରେ ମଧ୍ୟ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ପରିଲକ୍ଷିତ ହୋଇଛି। ମତଦାନ ପ୍ରକ୍ରିୟା ଆରମ୍ଭ ହୋଇପାରି ନାହିଁ। ଭୋଟ୍‌ ଦେବାକୁ ଆସିଥିବା ଲୋକମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ଧାମନଗର ଉପନିର୍ବାଚନ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ଧାମନଗର ନିର୍ବାଚନ ମଣ୍ଡଳୀର ୨ ଲକ୍ଷ ୩୮ହଜାର ୪୧୭ଜଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ସେଥିମଧ୍ୟରୁ ୧ ଲକ୍ଷ ୨୩ ହଜାର ୩୮ ପୁରୁଷ ଓ  ୧ଲକ୍ଷ ୧୫ ହଜାର ୩୪୬ ମହିଳା ଭୋଟର  । ଉପନିର୍ବାଚନ ମଇଦାନରେ ଅଛନ୍ତି ୫ଜଣ ପ୍ରାର୍ଥୀ। ମୋଟ୍ ୨୫୨ଟି ବୁଥ୍ ରହିଥିବା ବେଳେ ଏହା ମଧ୍ୟରୁ ୧୧୦ଟି ସମ୍ବେଦନଶୀଳ ବୁଥ୍ ରହିଛି। ସେଥିମଧ୍ୟରୁ ୧୨୬ଟି ୱେବ କାଷ୍ଟିଂ ହେବ। ୨୫ ମାଇକ୍ରୋ ଅବଜର୍ଭର ରହିଛନ୍ତି । ୧୫ଟି ମଡେଲ ବୁଥ ଓ ୫ଟି ପିଙ୍କ୍ ବୁଥ୍ କରାଯାଇଛି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ବେଳେ ୧ ହଜାରରୁ ଅଧିକ ପୁଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି । ଏହାବାଦ ୪ କଂପାନି କେନ୍ଦ୍ରୀୟ ଫୋର୍ସ, ୨୨ ପ୍ଲାଟୁନ୍ ଷ୍ଟେଟ୍ ଆର୍ମଡ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ଭୋଟର ପରିଚୟ ପତ୍ର ଛଡା ୧୨ଟି ଅନ୍ୟ ଡ଼କ୍ୟୁମେଣ୍ଟ ଦେଖାଇ ବି ଭୋଟ୍ ଦେଇ ପାରିବେ। ଭୋଟ୍ ଗ୍ରହଣ ଶେଷ ପର୍ଯ୍ୟନ୍ତ ମଦ ବିକ୍ରି ବାରଣ କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story