ନକ୍ସଲ ଉପଦ୍ରବ ଅଞ୍ଚଳରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ହେବ ମତଦାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି। ସମ୍ବଲପୁର, ଢେଙ୍କାନାଳ  ଓ କେନ୍ଦୁଝର ନକ୍ସଲ ପ୍ରବଣ ହୋଇଥିବାରୁ ଏହା ଅନ୍ତର୍ଗତ କୁଚିଣ୍ଡା, ରେଢାଖୋଲ, ଦେବଗଡ଼, ଚମ୍ପୁଆ, ପାଲଲହଡ଼ା, ଅନୁଗୋଳ ଓ ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟାରେ ସରିବ।  

voting

voting

Jyoshna Pradhan
  • Published: Tuesday, 23 April 2019
  • Updated: 23 April 2019, 09:36 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି।

ସମ୍ବଲପୁର, ଢେଙ୍କାନାଳ  ଓ କେନ୍ଦୁଝର ନକ୍ସଲ ପ୍ରବଣ ହୋଇଥିବାରୁ ଏହା ଅନ୍ତର୍ଗତ କୁଚିଣ୍ଡା, ରେଢାଖୋଲ, ଦେବଗଡ଼, ଚମ୍ପୁଆ, ପାଲଲହଡ଼ା, ଅନୁଗୋଳ ଓ ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟାରେ ସରିବ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos