ନକ୍ସଲ ଉପଦ୍ରବ ଅଞ୍ଚଳରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ହେବ ମତଦାନ
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି। ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ନକ୍ସଲ ପ୍ରବଣ ହୋଇଥିବାରୁ ଏହା ଅନ୍ତର୍ଗତ କୁଚିଣ୍ଡା, ରେଢାଖୋଲ, ଦେବଗଡ଼, ଚମ୍ପୁଆ, ପାଲଲହଡ଼ା, ଅନୁଗୋଳ ଓ ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟାରେ ସରିବ।
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି।
ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ନକ୍ସଲ ପ୍ରବଣ ହୋଇଥିବାରୁ ଏହା ଅନ୍ତର୍ଗତ କୁଚିଣ୍ଡା, ରେଢାଖୋଲ, ଦେବଗଡ଼, ଚମ୍ପୁଆ, ପାଲଲହଡ଼ା, ଅନୁଗୋଳ ଓ ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟାରେ ସରିବ।