ଭିସୁଟ୍ ଶଟ୍‌ ଡାଉନ୍

ସମ୍ବଲପୁର (ଓଡ଼ିଶା ରିପୋର୍ଟର): ଶଟ୍‌ ଡାଉନ୍ ଘୋଷଣା ହେଲା ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜୀ (ଭିସୁଟ୍)। କରୋନା ସଂକ୍ରମଣ ବୃଦ୍ଧି ପାଇବା ପରେ ବୁର୍ଲା ସ୍ଥିତ ଭିସୁଟ୍‌କୁ ଶଟ୍‌ ଡାଉନ୍ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ଅନୁଷ୍ଠାନକୁ ବନ୍ଦ ରଖାଯାଇଛି। ଭିସୁଟ୍‌ର ୧୧ଟି ହଷ୍ଟେଲକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ୍ ଜୋନ୍ ଘୋଷଣା କରାଯାଇଛି। ସେଗୁଡ଼ିକ ହେଉଛି- ପୁଲହ, ପୁଲତ୍ସ୍ୟ, ଅତ୍ରି, କ୍ରତୁ, ବଶିଷ୍ଟ, ମରିଚ, ଅନୁରାଧା, ଅରୁନ୍ଧତୀ, ରୋହିଣୀ, ବିଶାଖା, ଏବଂ […]

Vssut

Vssut

Madhupriya Mistry
  • Published: Sunday, 28 February 2021
  • Updated: 28 February 2021, 08:28 AM IST

Sports

Latest News

ସମ୍ବଲପୁର (ଓଡ଼ିଶା ରିପୋର୍ଟର): ଶଟ୍‌ ଡାଉନ୍ ଘୋଷଣା ହେଲା ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜୀ (ଭିସୁଟ୍)। କରୋନା ସଂକ୍ରମଣ ବୃଦ୍ଧି ପାଇବା ପରେ ବୁର୍ଲା ସ୍ଥିତ ଭିସୁଟ୍‌କୁ ଶଟ୍‌ ଡାଉନ୍ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ଅନୁଷ୍ଠାନକୁ ବନ୍ଦ ରଖାଯାଇଛି।

ଭିସୁଟ୍‌ର ୧୧ଟି ହଷ୍ଟେଲକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ୍ ଜୋନ୍ ଘୋଷଣା କରାଯାଇଛି। ସେଗୁଡ଼ିକ ହେଉଛି- ପୁଲହ, ପୁଲତ୍ସ୍ୟ, ଅତ୍ରି, କ୍ରତୁ, ବଶିଷ୍ଟ, ମରିଚ, ଅନୁରାଧା, ଅରୁନ୍ଧତୀ, ରୋହିଣୀ, ବିଶାଖା, ଏବଂ ବସୁନ୍ଧରା।

‘ପୁଲହ’ ହଷ୍ଟେଲର ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ‘ବଫର୍ ଜୋନ୍’ ଘୋଷଣା କରାଯାଇଛି। ଏହି ସବୁ ଅଞ୍ଚଳରେ ଗାଡ଼ି ଚଳାଚଳ ଓ ସାଧାରଣ ଲୋକଙ୍କ ଗମନାଗମନ ଉପରେ କଟକଣା ଲଗାଯାଇଛି। ଲୋକଙ୍କୁ ଘରେ ରହିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ମେଡିକାଲ୍ କେସ୍ କ୍ଷେତ୍ରରେ ଜରୁରୀ ଅନୁମତି ନେବା ଆବଶ୍ୟକ।

କଣ୍ଟେନମେଣ୍ଟ ଓ ବଫର୍ ଜୋନରେ ସବୁ ଦୋକାନ ବନ୍ଦ ରହିବ। ଉଭୟ ଜୋନରେ ଜରୁରୀ ସାମଗ୍ରୀ ସମ୍ବଲପୁର ମହାନଗର ନିଗମ ପହଞ୍ଚାଇବ। ସେହିପରି ଏଠାରେ ଥିବା ସମସ୍ତ ସରକାରୀ ଓ ଘରୋଇ ପ୍ରତିଷ୍ଠାନ ବନ୍ଦ ରହିବ। ଏହି ଅଞ୍ଚଳରେ ରହୁଥିବା ସମସ୍ତ ଲୋକ ମାସ୍କ ପିନ୍ଧିବାକୁ ବାଧ୍ୟ। ଏଥିସହ ସାମାଜିକ ଦୂରତ୍ୱ ବଜାୟ ରଖିବା ବାଧ୍ୟତାମୂଳକ। ଏସବୁ କଟକଣାର ତଦାରଖ କରିବା ପାଇଁ ବୁର୍ଲା ଥାନା ଆଇଆଇସିଙ୍କୁ ଦାୟିତ୍ୱ ଦିଆଯାଇଛି।

ଅନ୍ୟପକ୍ଷରେ ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଉଛି। ତା’ସହିତ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ କୁହାଯାଇଛି।

ଗତକାଲି ଭିସୁଟ୍‌ର ମୋଟ ୨୫ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଥିବା ଖବର ସାମ୍ନାକୁ ଆସିଥିଲା। ଶୁକ୍ରବାର ୨୪ ଜଣଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଶନିବାର ଆଉ ଜଣେ ଚିହ୍ନଟ ହୋଇଥିଲେ। ଏହା ପରେ ଜିଲ୍ଲା ପ୍ରଶାସନ ତତ୍ପରତା ଦେଖାଇଥିଲା।  ହଷ୍ଟେଲ ଗୁଡ଼ିକୁ ଯାଇ ସ୍ଥିତି ପରଖିଥିଲେ ଜିଲ୍ଲାପାଳ ଓ ପିଡି ଡିଆରଡିଏ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story