ଭୁବନେଶ୍ୱର: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି ବା ଭିଏସଏସୟୁଟିକୁ ପାର୍ଲାମେଣ୍ଟର ଆଇନର ବଳରେ ଏକ ଆଇଆଇଇଏସଟି ବା ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ଇଞ୍ଜିନିୟରିଂ ସାଇନସ୍ ଆଣ୍ଡ ଟେକ୍ନୋଲୋଜିରେ ପରିବର୍ତ୍ତନ କରିବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି ଓଡ଼ିଶା ସରକାର । ଏନେଇ କେନ୍ଦ୍ର ମାନବ ସମ୍ବଳ ସଚିବ ସତ୍ୟନାରାୟଣ ମହାନ୍ତି ଚିଠି ଲେଖିଛନ୍ତି ଓଡ଼ିଶାର ମୁଖ୍ୟ ଶାସନ ସଚିବ ଗୋକୁଳ ଚନ୍ଦ୍ର ପତି। ୨୦୦୭ ମସିହାରେ ଗଠିତ ଆନନ୍ଦକ୍ରିଷ୍ଣନ କମିଟରା ସୁପାରିଶ ଅନୁସାରେ ଭିଏସଏସୟୁଟିକୁ ଯଥାଶୀଘ୍ର ଏଭଳି ଏକ ଜାତୀୟ ସ୍ତର ପ୍ରତିଷ୍ଠାନର ମର୍ଯ୍ୟାଦା ଦିଆଯାଇ ଏହାର ବିକାଶ କରାଯାଉ ବୋଲି ଶ୍ରୀ ପତି ଅନୁରୋଧ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।