ନନ୍ଦନକାନନରେ ଶାଗୁଣା ସଂରକ୍ଷଣ ଓ ପ୍ରଜନନ କେନ୍ଦ୍ର ଲୋକାର୍ପିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱର ନନ୍ଦନକାନନ ପ୍ରାଣୀ ଉଦ୍ୟାନର ପ୍ରତିଷ୍ଠା ଦିବସ। ଏହି ଅବସରରେ ନନ୍ଦନକାନନରେ ସ୍ୱତନ୍ତ୍ର ଉତ୍ସବର ଆୟୋଜନ କରାଯାଇଛି। ଆଜି ଏହି ପ୍ରତିଷ୍ଠା ଦିବସ ପାଳନ ଅବସରରେ ଶାଗୁଣା ସଂରକ୍ଷଣ ଓ ପ୍ରଜନନ କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ଗ୍ୱାଲିଅରରୁ ଆସିଥିବା ୧୨ଟି ଶାଗୁଣାକୁ ନେଇ ଏହି କେନ୍ଦ୍ରର ଶୁଭାରମ୍ଭ ହୋଇଅଛି। ପ୍ରାଣୀ ଉଦ୍ୟାନରେ ଆଜି ପର୍ଯ୍ୟଟକଙ୍କ ଭିଡ଼ ଲାଗି ରହିଛି। ତେଣୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ […]

nandankanan

nandankanan

Manoranjan Sial
  • Published: Saturday, 29 December 2018
  • Updated: 29 December 2018, 04:57 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱର ନନ୍ଦନକାନନ ପ୍ରାଣୀ ଉଦ୍ୟାନର ପ୍ରତିଷ୍ଠା ଦିବସ। ଏହି ଅବସରରେ ନନ୍ଦନକାନନରେ ସ୍ୱତନ୍ତ୍ର ଉତ୍ସବର ଆୟୋଜନ କରାଯାଇଛି। ଆଜି ଏହି ପ୍ରତିଷ୍ଠା ଦିବସ ପାଳନ ଅବସରରେ ଶାଗୁଣା ସଂରକ୍ଷଣ ଓ ପ୍ରଜନନ କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ଗ୍ୱାଲିଅରରୁ ଆସିଥିବା ୧୨ଟି ଶାଗୁଣାକୁ ନେଇ ଏହି କେନ୍ଦ୍ରର ଶୁଭାରମ୍ଭ ହୋଇଅଛି। ପ୍ରାଣୀ ଉଦ୍ୟାନରେ ଆଜି ପର୍ଯ୍ୟଟକଙ୍କ ଭିଡ଼ ଲାଗି ରହିଛି। ତେଣୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।

ଚିଫ୍‌ ୱାଇଲ୍‌ଡ଼ ଲାଇଫ୍‌ ୱାର୍ଡେନ ସନ୍ଦୀପ ତ୍ରିପାଠୀ କହିଛନ୍ତି-“ନନ୍ଦନକାନନ ପ୍ରାଣୀ ଉଦ୍ୟାନର ନବକଳେବର ହେବ। ନନ୍ଦନକାନନର ପରିସୀମା ୪୩୭ ଏକରରୁ ୧ ହଜାର ଏକରକୁ ବଢ଼ିବ। ପ୍ରବେଶ ଓ ପ୍ରସ୍ଥାନ ଗେଟ୍ ବଦଳିବ। ମଲ୍ଟି ଲେୟର ପାର୍କିଂ ବ୍ୟବସ୍ଥା ହେବ। ନନ୍ଦନକାନନରୁ ବାରଙ୍ଗ ଷ୍ଟେସନ ପର୍ଯ୍ୟନ୍ତ ରାସ୍ତାର ଆଲୋକୀକରଣ କରାଯିବ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story