କାନ୍ଥ ପଡ଼ିଗଲା, ଆଉ ତା’ପରେ…
ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା ଗୁଣ୍ଡୁରାପଶି ଗାଁରେ କାନ୍ଥ ପଡ଼ି ଜଣେ ଶିଶୁକନ୍ୟାର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।
ତା’ ନାଁ ଇତିଶ୍ରୀ ଭୋଇ। ବୟସ ତିନି ବର୍ଷ।
ଆହୁରି ପଢ଼ନ୍ତୁ
ଗତକାଲି ରାତିରେ ଇତିଶ୍ରୀ ମା’ ପାଖରେ ଶୋଇଥିବା ବେଳେ କାନ୍ଥ ପଡ଼ି ଯାଇଥିଲା। ମା’ ଅଳ୍ପକେ ବଞ୍ଚି ଯାଇଥିବା ବେଳେ ଶିଶୁକନ୍ୟାର ମୃତ୍ୟୁ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।