୮ ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ଘଡ଼ିକୁ ଘଡ଼ି ପାଗର ପରିବର୍ତ୍ତନ ଚାଲିଛି। ଆସନ୍ତାକାଲି(ବୁଧବାର)ଠୁ ପୁଣି ବର୍ଷା ସମ୍ଭାବନା ରହିଛି। ଆଗାମୀ ଦୁଇ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା, ବଜ୍ରପାତ ନେଇ ପାଣିପାଗ କେନ୍ଦ୍ରର ସତର୍କ କରାଇଛି। ୧୧ ତାରିଖରେ ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେଗୁଡ଼ିକ ହେଲା ରାୟଗଡ଼ା, କୋରାପୁଟ, ଗଜପତି, କଳାହାଣ୍ଡି , କନ୍ଧମାଳ, ନବରଙ୍ଗପୁର ଓ […]

rain-5-1

rain-5-1

Tapas Behera
  • Published: Tuesday, 10 March 2020
  • Updated: 10 March 2020, 09:45 PM IST

Sports

Latest News

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ଘଡ଼ିକୁ ଘଡ଼ି ପାଗର ପରିବର୍ତ୍ତନ ଚାଲିଛି। ଆସନ୍ତାକାଲି(ବୁଧବାର)ଠୁ ପୁଣି ବର୍ଷା ସମ୍ଭାବନା ରହିଛି। ଆଗାମୀ ଦୁଇ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା, ବଜ୍ରପାତ ନେଇ ପାଣିପାଗ କେନ୍ଦ୍ରର ସତର୍କ କରାଇଛି।

୧୧ ତାରିଖରେ ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେଗୁଡ଼ିକ ହେଲା ରାୟଗଡ଼ା, କୋରାପୁଟ, ଗଜପତି, କଳାହାଣ୍ଡି , କନ୍ଧମାଳ, ନବରଙ୍ଗପୁର ଓ ସୁନ୍ଦରଗଡ଼।

୧୨ରେ ଉତ୍ତର, ପଶ୍ଚିମ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବ। ୧୩ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story