ପ୍ରଧାନଶିକ୍ଷକ ଭାବେ ପଦୋନ୍ନତି ପାଇଥିବା ଶିକ୍ଷକଙ୍କୁ କଡ଼ା ତାଗିଦ୍‌, ୮ ପରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ଅଗଷ୍ଟ ମାସରେ ପ୍ରଧାନଶିକ୍ଷକ ଭାବେ ପଦୋନ୍ନତି ପାଇଥିବା ଶିକ୍ଷକମାନଙ୍କୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର କଡ଼ା ତାଗିଦ। ଅକ୍ଟୋବର ୮ ତାରିଖ ସୁଦ୍ଧା ନୂତନ ସ୍ଥାନରେ କାର୍ଯ୍ୟରେ ଯୋଗ ନ ଦେଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ମାଲକାନଗିରି ବ୍ୟତୀତ ଅନ୍ୟସବୁ ଜିଲ୍ଲାର ଡିଇଓ (ଜିଲ୍ଲା ଶିକ୍ଷା ଅଧିକାରୀ)ଙ୍କ ନିକଟକୁ ଏନେଇ ଲେଖାଯାଇଛି ଚିଠି। ଏହି ଚିଠିରେ ଉଲ୍ଲେଖ ରହିଛି ଯେ ପ୍ରଧାନଶିକ୍ଷକ ଭାବେ ପଦୋନ୍ନତି ପାଇବା ପରେ ସମସ୍ତ ଶିକ୍ଷକଙ୍କୁ ରିଲିଭ୍‌ କରି […]

Class Room

Class Room

Jitendra Garnayak
  • Published: Tuesday, 05 October 2021
  • Updated: 05 October 2021, 10:01 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ଅଗଷ୍ଟ ମାସରେ ପ୍ରଧାନଶିକ୍ଷକ ଭାବେ ପଦୋନ୍ନତି ପାଇଥିବା ଶିକ୍ଷକମାନଙ୍କୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର କଡ଼ା ତାଗିଦ। ଅକ୍ଟୋବର ୮ ତାରିଖ ସୁଦ୍ଧା ନୂତନ ସ୍ଥାନରେ କାର୍ଯ୍ୟରେ ଯୋଗ ନ ଦେଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ମାଲକାନଗିରି ବ୍ୟତୀତ ଅନ୍ୟସବୁ ଜିଲ୍ଲାର ଡିଇଓ (ଜିଲ୍ଲା ଶିକ୍ଷା ଅଧିକାରୀ)ଙ୍କ ନିକଟକୁ ଏନେଇ ଲେଖାଯାଇଛି ଚିଠି।

ଏହି ଚିଠିରେ ଉଲ୍ଲେଖ ରହିଛି ଯେ ପ୍ରଧାନଶିକ୍ଷକ ଭାବେ ପଦୋନ୍ନତି ପାଇବା ପରେ ସମସ୍ତ ଶିକ୍ଷକଙ୍କୁ ରିଲିଭ୍‌ କରି ଦିଆଯାଇଛି। କିନ୍ତୁ ଅନେକ ଶିକ୍ଷକ ସେମାନଙ୍କ ନିଯୁକ୍ତି ସ୍ଥାନରେ ଯୋଗ ଦେଇ ନାହାନ୍ତି। ଏହା ଭିତରେ ୨ ମାସ ବିତି ଯାଇଛି। ସେମାନେ ପ୍ରଧାନଶିକ୍ଷକ ଭାବେ ନୂଆ ଦାୟିତ୍ୱରେ ଯୋଗ ଦେଉ ନଥିବା ଯୋଗୁ ସେହି ଶିକ୍ଷାନୁଷ୍ଠାନ ଗୁଡ଼ିକରେ ପାଠପଢ଼ା ସହିତ ପ୍ରଶାସନିକ କାର୍ଯ୍ୟରେ ବିଶୃଙ୍ଖଳା ଦେଖିବାକୁ ମିଳୁଛି।

ଏହା ସହିତ ପଦୋନ୍ନତି ପାଇବା ପରେ ଛୁଟିରେ ଥିବା ଏହି ଶିକ୍ଷକମାନଙ୍କୁ ଅକ୍ଟୋବର ୮ ତାରିଖ ସୁଦ୍ଧା କାର୍ଯ୍ୟରେ ଯୋଗ ଦେବାକୁ ଅବା ନିଜ ପଦୋନ୍ନତିକୁ ପ୍ରତ୍ୟାଖ୍ୟାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯଦି କେହି ୮ ତାରିଖ ପରେ ଛୁଟିରେ ରହିବେ, ତା’ହେଲେ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା ଶିକ୍ଷାଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛି ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ।

ସୂଚନାଯୋଗ୍ୟ, ଅଗଷ୍ଟ ୩ ତାରିଖରେ ୧୦୯୭ ଜୁନିୟର ଏସ୍‌ଇଏସ୍‌ ଶିକ୍ଷକଙ୍କୁ ସିନିୟର ଏସ୍‌ଇଏସ୍‌ ପ୍ରଧାନଶିକ୍ଷକ ଭାବେ ପଦୋନ୍ନତି ଦିଆଯାଇଥିଲା। ସେମାନଙ୍କୁ ସପ୍ତାହକ ମଧ୍ୟରେ ପୋଷ୍ଟିଂ ସ୍ଥାନରେ ଯୋଗ ଦେବାକୁ କୁହାଯାଇଥିଲା। କିନ୍ତୁ ସେମାନଙ୍କ ମଧ୍ୟରୁ ଅନେକ ଏଯାଏଁ ନିଯୁକ୍ତି ସ୍ଥାନରେ ଯୋଗ ଦେଇ ନାହାନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story