ପୁରୀ(ମଧୁସୂଦନ ମିଶ୍ର): ଏଏସ୍ଆଇ ଦ୍ୱାରା ଶେଷ ହୋଇଥିବା ଜଗମୋହନ ମରାମତି କାମର ମାନକୁ ନେଇ ପ୍ରଶ୍ନ ଉଠିଛି। କାରଣ ଶ୍ରୀମନ୍ଦିର ଜଗମୋହନରୁ ପାଣି ଗଳୁଛି। ଅଣସର ପିଣ୍ଡିରେ ବର୍ଷାଜଳ ଗଳୁଥିବା ସେବାୟତମାନେ ଅଭିଯୋଗ କରିଛନ୍ତି। ଜଗମୋହନରେ ପାଣି ଝରି ଚାନ୍ଦୁଆ ଭିଜିଯାଇଥିବା ମଧ୍ୟ ଅଭିଯୋଗ ହୋଇଛି।
ଜଗମୋହନ କାମ ଶେଷ ନେଇ ପୂର୍ବରୁ ହାଇକୋର୍ଟଙ୍କ ନିକଟରେ ଏଏସ୍ଆଇ ପକ୍ଷରୁ ସତ୍ୟପାଠ ଦିଆଯାଇଥିଲା। ଏବେ କାର୍ଯ୍ୟର ମାନକୁ ନେଇ ସେବାୟତମାନେ ପ୍ରଶ୍ନ ଉଠାଇଛନ୍ତି। ସତ୍ୟପାଠ ସତ୍ତ୍ୱେ ପାଣି ଗଳିବା ନେଇ ସେମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।