ସକାଳ ୬ଟାରୁ ୯ଟା ମଧ୍ୟରେ ଅର୍ଥାତ ୩ ଘଣ୍ଟା ଭିତରେ ହୀରାକୁଦ ଡ୍ୟାମରେ ବଢ଼ିଲା ପାଖାପାଖି ୧ ଫୁଟ ପାଣି । ଛତିଶଗଡ଼ର କଲମା ବ୍ୟାରେଜ ସବୁ ଗେଟ ଖୋଲିଦେବା ପରେ ବଢ଼ିଛି ଜଳଭଣ୍ଡାରକୁ ଜଳ ପ୍ରବେଶ । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୦୫.୧୫ ଫୁଟ ରହିଛି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଟ୍ରାଙ୍କୁଲାଇଜ୍ ପରେ ଜନ୍ତାରେ ବାଘୁଣୀ ‘ଜିନ୍ନତ’
ଆଜି କିନ୍ତୁ ସୁଯୋଗ ମିଳିଥିଲା। ଅପରାହ୍ନ ପ୍ରାୟ ୪ଟା ବେଳେ ବନ ବିଭାଗ ‘ଜିନ୍ନତ’କୁ ଟ୍ରାଙ୍କୁଲାଇଜ୍ କରିବାରେ ସକ୍ଷମ ହୋଇଥିଲା। ଟ୍ରାଙ୍କୁଲାଇଜ୍ ପରେ ଜିନ୍ନତ ପଶ୍ଚିମବଙ୍ଗର ଆଲିପୁର ଚିଡିଆଖାନାକୁ ନିଆଯାଇଛି। ସେଠାରେ ତାର ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ।
Politics
OCA ସଭାପତି ପଦରୁ ବବି ଦାସଙ୍କ ଇସ୍ତଫା
ଓସିଏ ସମ୍ପାଦକ ସଞ୍ଜୟ ବେହେରା କହିଛନ୍ତି, ୪୫ ଦିନ ଭିତରେ ନୂଆ ସଭାପତି ନିର୍ବାଚନ ହେବ। ନିର୍ବାଚନ ପର୍ଯ୍ୟନ୍ତ ଉପସଭାପତି ପଙ୍କଜ ଲୋଚନ ମହାନ୍ତି ଦାୟିତ୍ୱ ସମ୍ଭାଳିବେ। ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଭାବେ ସଭାପତି ପଦକୁ ଆସିଥିଲେ।
Entertainment
ସାହୁ ଭାଉଜଙ୍କ ନିଆଁ ଲଗା ଡ୍ୟାନ୍ସ, ମୁରୁକି ହସିଲେ ଥାନାବାବୁ!
ଭାଉଜଙ୍କ ଏ ଡ୍ୟାନ୍ସରେ ତଡ଼କା ଦେବା ପାଇଁ ଥାନାବାବୁଙ୍କ ପାଖରେ ବସିଥିବା ଜଣେ ବ୍ୟକ୍ତି ପାଣି ବୋତଲ ଦେଇଥିଲେ। ଆଉ ସାହୁ ଭାଉଜ ସେହି ପାଣି ବୋତଲକୁ ନେଇ ନିଜ ଦେହରେ ଢାଳି ଦୋହଲି ଥିଲେ। ସାହୁ ଭାଉଜଙ୍କ ସେହି ଡ୍ୟାନ୍ସ ଦେଖି ମୁରୁକି ହସୁଥିଲେ ଥାନାବାବୁ।
Crime
ବଗିଚାରେ କାମ କରୁଥିବା ବେଳେ କଏଦୀ ଚମ୍ପଟ, କାଟୁଥିଲେ ଆଜୀବନ ସଜା
ଗତକାଲି ବଗିଚା କାମରେ ନିୟୋଜିତ ହୋଇଥିବା ବେଳେ ପରେଶ ଚମ୍ପଟ ମାରିଥିବା ଜଣାପଡ଼ିଛି।
Accident
ମହୁମାଛି ଆକ୍ରମଣରେ କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ
ସ୍ଥାନୀୟ ଲୋକେ ବିଶ୍ୱନାଥଙ୍କୁ ଉଦ୍ଧାର କରି ତୁରନ୍ତ ରାଇରଙ୍ଗପୁର ମେଡିକାଲରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।