ଲଗାଣ ବର୍ଷାରେ ବେହାଲ ଭଦ୍ରକ; ଭୁଶୁଡ଼ିଲା ୮ ଘର

ଭଦ୍ରକ(ଓଡ଼ିଶା ରିପୋର୍ଟର): ଲଘୁଚାପଜନିତ ଲଗାଣ ବର୍ଷାରେ ବେହାଲ ଭଦ୍ରକ । ବର୍ଷା ଯୋଗୁ ଧାମନଗର ବ୍ଲକ ବେଶି ପ୍ରଭାବିତ ହୋଇଛି । ଧାମନଗର ବ୍ଲକ ଓ ଏନ୍ଏସି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବର୍ଷା ପାଣି ଜମି ରହିଥିବାରୁ ଏନ୍ଏସି କାର୍ଯ୍ୟାଳୟରେ ପାଣି ପଶି ଯାଇ ବହୁ କାଗଜପତ୍ର ନଷ୍ଟ ହୋଇଛି । ବିଇଓଙ୍କ କାର୍ଯ୍ୟାଳୟ ମଧ୍ୟ ଜଳାର୍ଣ୍ଣବ ହୋଇଛି । ଧାମନଗର-ବିରୁହାଁ ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ପାଣି ଚାଲୁଥିବାରୁ ୪ଟି ପଞ୍ଚାୟତକୁ […]

bhadrak-3-1

bhadrak-3-1

Niharika Rout
  • Published: Saturday, 15 August 2020
  • Updated: 15 August 2020, 01:52 PM IST

Sports

Latest News

ଭଦ୍ରକ(ଓଡ଼ିଶା ରିପୋର୍ଟର): ଲଘୁଚାପଜନିତ ଲଗାଣ ବର୍ଷାରେ ବେହାଲ ଭଦ୍ରକ । ବର୍ଷା ଯୋଗୁ ଧାମନଗର ବ୍ଲକ ବେଶି ପ୍ରଭାବିତ ହୋଇଛି । ଧାମନଗର ବ୍ଲକ ଓ ଏନ୍ଏସି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବର୍ଷା ପାଣି ଜମି ରହିଥିବାରୁ ଏନ୍ଏସି କାର୍ଯ୍ୟାଳୟରେ ପାଣି ପଶି ଯାଇ ବହୁ କାଗଜପତ୍ର ନଷ୍ଟ ହୋଇଛି । ବିଇଓଙ୍କ କାର୍ଯ୍ୟାଳୟ ମଧ୍ୟ ଜଳାର୍ଣ୍ଣବ ହୋଇଛି । ଧାମନଗର-ବିରୁହାଁ ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ପାଣି ଚାଲୁଥିବାରୁ ୪ଟି ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।

ହବିବ ନଗର ଏନଏସି କାର୍ଯ୍ୟାଳୟ ସମେତ ହବିବ୍ ନଗର ଅଧିକ କ୍ଷତିଗ୍ରସ୍ତ ହୋଇଛି। ବର୍ଷା ଯୋଗୁଁ ପାଣି ଜମି ରହି ୮ଟି ଘର ଭୁଶୁଡ଼ି ପଡ଼ିଛି । ପାଣି ଘେରରେ ଥିବା ଲୋକମାନଙ୍କୁ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି।

ସେହିପରି ବ୍ଲକ କାର୍ଯ୍ୟାଳୟରୁ ବିଜୁ ପଟ୍ଟନାୟକ ଛକ ରାସ୍ତାରେ ସାଗର ଭୂୟାଁ ପାର୍କ ପାଖରେ ଅଣ୍ଟାଏ ଉଚ୍ଚର ପାଣି ପ୍ରବାହିତ ହେଉଥିବାରୁ ଲୋକେ ବ୍ଲକ କାର୍ଯ୍ୟାଳୟକୁ ଯାଇ ପାରୁନାହାନ୍ତି । ତଳିଆ ଅଂଚଳରେ ଲୋକଙ୍କ ଘରେ ପାଣି ପଶି ଯାଇଛି । ହେକ୍ଟର ହେକ୍ଟର ଚାଷ ଜମି ଜଳାର୍ଣ୍ଣବ ହୋଇଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story