ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କିମ୍ସ ନାଁରେ ଗୁରୁତର ଅଭିଯୋଗ ଆସିଛି। ଗଙ୍ଗୁଆ ନାଳକୁ ବର୍ଜ୍ୟ ବସ୍ତୁ ଛାଡ଼ି ଜଳ ଦୂଷିତ କରୁଛି କିମ୍ସ। ଏହି ଗୁରୁତର ଅଭିଯୋଗ ଆଣିଛି ଦୟା-ଗଙ୍ଗୁଆ ନଦୀ ବଞ୍ଚାଅ ସମିତି। କିମ୍ସ ବର୍ଜ୍ୟ ବସ୍ତୁ ଛାଡ଼ିବା ଦ୍ୱାରା ଜଳ ଏତେ ଦୂଷିତ ହେଉଛି ଯେ, ଚାଷ ମଧ୍ୟ ପ୍ରଭାବିତ ହେଉଛି ବୋଲି ଅଭିଯୋଗ କରିଛନ୍ତି ସମିତିର ଆବାହକ ବାସୁଦେବ ଭଟ୍ଟ। ତେବେ ଏ ସଂପର୍କରେ କିମ୍ସର ପ୍ରତିକ୍ରିୟା ମିଳିପାରିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫୋଟ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।
Crime
ହଂସିକା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିକା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିକା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Guest Column
ଫେରନ୍ତା ପ୍ରବାସୀଙ୍କୁ ଖୋଲାପତ୍ର
ଏ ରାଜ୍ୟ ଗୋଟିଏ ଚାଷୀ ପ୍ରଧାନ ରାଜ୍ୟ। କିନ୍ତୁ ଏହାର କୃଷକ ପରିବାରର ଆୟ ଏ ପର୍ଯ୍ୟନ୍ତ ମାସିକ ୧୦ ହଜାର ଟଙ୍କା ଛୁଇଁନାହିଁ। ସେହିପରି ଆଦିବାସୀ ପରିବାରର ମାସିକ ଆୟ ୩ ହଜାର ଟଙ୍କା ମଧ୍ୟ ଛୁଇଁନାହିଁ। ଆପଣମାନେ ବିଭିନ୍ନ ଭାବରେ ଅତିଥି ହୋଇ ଆସିଥିଲେ। ଏଣୁ ଏଠାକାର ଆତିଥ୍ୟ ସଂପର୍କରେ ଆପଣଙ୍କୁ ବେଶି କିଛି ଜଣାନଥିବ।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।