ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ବ୍ରହ୍ମଗିରି (ଓଡ଼ିଶା ରିପୋର୍ଟର) : ଲଗାଣ ବର୍ଷା ଯୋଗୁ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳ ପରି ପୁରୀ ଜିଲ୍ଲା ବ୍ରହ୍ମଗିରିର ଅବସ୍ଥା ବି ବେହାଲ ହୋଇଯାଇଛି। ବର୍ଷା ପାଣିରେ ଏଠାରେ ଥିବା ଅଲାରନାଥ ମନ୍ଦିରର ବେଢ଼ା ବୁଡ଼ିଯାଇଛି। ଗର୍ଭଗୃହରେ ବି ପାଣି ପଶିଯାଇଛି। ସେଠାରେ ଆଣ୍ଠୁଏ ଉଚ୍ଚରେ ପାଣି ଜମିଛି। ରତ୍ନ ସିଂହାସନକୁ ପାଣି ଲାଗିଯାଇଛି।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।