ବାତ୍ୟା ମୁକାବିଲା ପାଇଁ ଆମେ ପ୍ରସ୍ତୁତ: ଏସ୍‌ଆରସି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଉତ୍ତର ଆଣ୍ଡାମାନ କ୍ଷେତ୍ରରେ ସୃଷ୍ଟ ଲଘୁଚାପ ଏବଂ ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ଜିଲ୍ଲା ପ୍ରଶାସନ ଓ ବିଭିନ୍ନ ବିଭାଗ ସହ ଆଲୋଚନା ହୋଇଥିବା ସୂଚନା ଦେଇଛନ୍ତି  ସ୍ୱତନ୍ତ୍ର ରିଲିଫ କମିଶନର। ସେ କହିଛନ୍ତି ଓଡ଼ିଶାର ସମସ୍ତ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଫେରାଇ ଅଣା ଯାଇଛି । କୌଣସି ମତ୍ସ୍ୟଜୀବୀ ସମୁଦ୍ର ମଧ୍ୟରେ ନାହାନ୍ତି । କୃଷକମାନେ ସେମାନଙ୍କ କୃଷି ଜାତ ଦ୍ରବ୍ୟକୁ ସୁରକ୍ଷିତ ସ୍ଥାନକୁ ନେଇ ଆସନ୍ତୁ ବୋଲି ଅନୁରୋଧ କରାଯାଇଛି । ତୁରନ୍ତ ଜଳ ନିଷ୍କାସନ ପାଇଁ […]

cyclone1

cyclone1

Tapas Behera
  • Published: Saturday, 22 May 2021
  • Updated: 22 May 2021, 03:52 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଉତ୍ତର ଆଣ୍ଡାମାନ କ୍ଷେତ୍ରରେ ସୃଷ୍ଟ ଲଘୁଚାପ ଏବଂ ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ଜିଲ୍ଲା ପ୍ରଶାସନ ଓ ବିଭିନ୍ନ ବିଭାଗ ସହ ଆଲୋଚନା ହୋଇଥିବା ସୂଚନା ଦେଇଛନ୍ତି  ସ୍ୱତନ୍ତ୍ର ରିଲିଫ କମିଶନର। ସେ କହିଛନ୍ତି ଓଡ଼ିଶାର ସମସ୍ତ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଫେରାଇ ଅଣା ଯାଇଛି । କୌଣସି ମତ୍ସ୍ୟଜୀବୀ ସମୁଦ୍ର ମଧ୍ୟରେ ନାହାନ୍ତି । କୃଷକମାନେ ସେମାନଙ୍କ କୃଷି ଜାତ ଦ୍ରବ୍ୟକୁ ସୁରକ୍ଷିତ ସ୍ଥାନକୁ ନେଇ ଆସନ୍ତୁ ବୋଲି ଅନୁରୋଧ କରାଯାଇଛି । ତୁରନ୍ତ ଜଳ ନିଷ୍କାସନ ପାଇଁ ଡ୍ରେନେଜ ସଫା ପାଇଁ ବି ନିର୍ଦ୍ଦେଶ ଦିଆଯାଇଛି ।

ଲୋକଙ୍କୁ ସ୍ଥାନାନ୍ତରିତ,ବାତ୍ୟା ଆଶ୍ରୟସ୍ଥଳୀ ପରିଚାଳନା ଓ ପୁନରୁଦ୍ଧାର ପାଇଁ ବଡ଼ ବଡ଼ ଏନଜିଓ ମାନଙ୍କ ସହଯୋଗ ଲୋଡ଼ା ଯାଇଛି । ଅକ୍ସିଜେନ ଉତ୍ପାଦନ ଓ ରିଫିଲିଂ ପାଇଁ ଯେପରି କୌଣସି ଅସୁବିଧା ନ ହେବ ସେଥିପାଇଁ ଅକ୍ସିଜେନ ଯୋଗାଉଥିବା ବିଭିନ୍ନ ସଂସ୍ଥା ମାନଙ୍କ ସହ ଆଲୋଚନା କରାଯାଇଛି ।  ସେଥିପାଇଁ ଶିଳ୍ପ ବିଭାଗ ସ୍ୱତନ୍ତ୍ର ଆକ୍ସନ ପ୍ଲାନ ପ୍ରସ୍ତୁତ କରିଛନ୍ତି ।

ଜିଲ୍ଲା କୋଭିଡ କେୟାର ସେଣ୍ଟର ଓ ଜିଲ୍ଲା କୋଭିଡ ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ ସିଲିଣ୍ଡର ମହଜୁଦ ରଖିବା ପାଇଁ ନିର୍ଦେଶ ଦିଆଯାଇଛି।  ଏହା ବାଦ ପାନୀୟ ଜଳ ଓ ଜେନେରେଟର ରଖିବା ପାଇଁ କୁହାଯାଇଛି।  ଜିଲ୍ଲା ସଦର ମହକୁମା ହସ୍ପିଟାଲରେ ମଧ୍ୟ ସମସ୍ତ ବ୍ୟବସ୍ଥା କରାଯାଇଛି।  ପ୍ରସୂତି ମହିଳା ମାନେ ବାତ୍ୟା ଆଶ୍ରୟ ସ୍ଥଳକୁ ନଯାଇ ସିଧା ହସ୍ପିଟାଲ ଆସିବାକୁ କୁହାଯାଇଛି ।

ବାତ୍ୟା ଆସିବା ପୂର୍ବରୁ ଆଶ୍ରୟ ସ୍ଥଳୀକୁ ଆସିବାକୁ ସମସ୍ତ ଲୋକଙ୍କୁ ଡ଼ାକବାଜି ଯନ୍ତ୍ର ଯୋଗେ ଅନୁରୋଧ କରାଯାଉଛି।  ଆଶ୍ରୟ ସ୍ଥଳୀରେ ମାସ୍କ ଦେବା ସହ ଓ ରାପିଡ ରେସପନସ ଟିମ ପଠାଇ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ ବୋଲି ସେ କହିଛନ୍ତି । ସଂକ୍ରମିତ ଥିଲେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି SRC କହିଛନ୍ତି । ପ୍ରସ୍ତୁତ ଥିବା ୧୭ଟି ଏନଡ଼ିଆରଫ,୨୦ଟି ଓଡ୍ରାଫ, ୧୫୦ଟି ଫାୟାର ଟିମକୁ ଆସନ୍ତା କାଲି ବିଭିନ୍ନ ଜିଲ୍ଲାକୁ ପଠାଯିବ।  ବାତ୍ୟା ପରେ ଗଛ କାଟିବା ଲାଗି ବନ ବିଭାଗକୁ ମଧ୍ୟ ପ୍ରସ୍ତୁତ ରହିବା ପାଇଁ କୁହାଯାଇଥିବା SRC ସୂଚନା ଦେଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story