ଅମାନିଆଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ସମ୍ବୋଧନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂଜାରେ ସତର୍କ ରହିବାକୁ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତ ୭ ମାସ ହେଲା ଓଡ଼ିଶା କରୋନା ବିରୋଧରେ ଲଢୁଛି। ଏଥିପାଇଁ ଆପଣମାନଙ୍କୁ ଅନେକ କଷ୍ଟ, ତ୍ୟାଗ ସ୍ୱୀକାର କରିବାକୁ ପଡ଼ିଛି। ଏଥିପାଇଁ ପିଲା ଓ ବୟସ୍କଙ୍କୁ ଘରେ ରହିବାକୁ ପଡୁଛି। ବୟସ୍କ,ପିଲା ଘରେ ରହିଲେ, ଆମେ କରୋନା ବିରୋଧରେ ଭଲ ଲଢ଼ିବା ଆପଣମାନଙ୍କ ତ୍ୟାଗ ବୃଥା ଯାଇନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। […]

naveen-patnik

naveen-patnik

Tapas Behera
  • Published: Tuesday, 20 October 2020
  • Updated: 20 October 2020, 04:33 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ସମ୍ବୋଧନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂଜାରେ ସତର୍କ ରହିବାକୁ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତ ୭ ମାସ ହେଲା ଓଡ଼ିଶା କରୋନା ବିରୋଧରେ ଲଢୁଛି। ଏଥିପାଇଁ ଆପଣମାନଙ୍କୁ ଅନେକ କଷ୍ଟ, ତ୍ୟାଗ ସ୍ୱୀକାର କରିବାକୁ ପଡ଼ିଛି। ଏଥିପାଇଁ ପିଲା ଓ ବୟସ୍କଙ୍କୁ ଘରେ ରହିବାକୁ ପଡୁଛି। ବୟସ୍କ,ପିଲା ଘରେ ରହିଲେ, ଆମେ କରୋନା ବିରୋଧରେ ଭଲ ଲଢ଼ିବା ଆପଣମାନଙ୍କ ତ୍ୟାଗ ବୃଥା ଯାଇନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶା ୬ ମାସରେ କରୋନା ସଂକ୍ରମଣ ରୋକିବାରେ ସଫଳ ହୋଇଛି। ଏଥିରେ ଓଡ଼ିଶାର ସବୁ ନାଗରିକଙ୍କର ଅବଦାନ ରହିଛି। କିଛି ଲୋକ ଟିକେ ଅମାନିଆ ଅଛନ୍ତି, ପରିସ୍ଥିତି ଠିକ ବୁଝିବା ଦରକାର। ଗତ ୧୫ ଦିନ ହେଲା ରାଜ୍ୟରେ କୋଭିଡ଼ କେସ୍ କମିବା ଆରମ୍ଭ କରିଛି।

ସେପ୍ଟେମ୍ବର ୨୬ରେ ୪ ହଜାରରୁ ଅଧିକ ଥିଲା। ଏବେ ୨ ହଜାର ତଳେ ରହିଛି। ପଜିଟିଭିଟି ରେଟ୍ ବି କମିଛି। ଆଗକୁ ଆହୁରି କମିବ। ୨ମାସ ତଳେ ଗଂଜାମ ହଟସ୍ପଟ ଥିଲା, ଦୈନିକ ଶହ ଶହ ବାହାରୁଥିଲେ। ଲୋକଙ୍କ ସହଯୋଗ, କୋଭିଡ଼ ଯୋଦ୍ଧାଙ୍କ ପରିଶ୍ରମ ସଫଳ ହୋଇଛି। ଗଂଜାମ,ଗଜପତିରେ ସଂକ୍ରମଣ କମିଛି, ଅନ୍ୟ ପାଇଁ ପ୍ରେରଣା ପାଲଟିଛି। କିନ୍ତୁ ଏଥିରେ ଆତ୍ମସନ୍ତୋଷ କରିବାର କିଛି ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମେଡିସିନ ଓ ଭ୍ୟାକସିନ ଆସିବା ପର୍ଯ୍ୟନ୍ତ ସାବଧାନ ରହିବାକୁ ହେବ। ବ୍ରିଟେନ, ଫ୍ରାନ୍ସରେ ସଂକ୍ରମଣ ପୁଣି ଅଧିକ ଭୟଙ୍କର ଭାବେ ବଢିଛି। ଏବେ ସେମାନେ ପୁଣି ଲକ୍‌ଡାଉନ, ସଟଡାଉନକୁ ଫେରିଲେଣି।

ଆମେରିକା ପରେ ଭାରତ ଏବେ ସଂକ୍ରମଣରେ ଦ୍ୱିତୀୟ ସ୍ଥାନରେ ଅଛି। ଓନାମ ପର୍ବ ପାଇଁ କେରଳରେ ସଂକ୍ରମଣ ତିନି ଗୁଣ ବଢ଼ି ଯାଇଛି। ଏକ୍ସପର୍ଟଙ୍କ ମତ, ଶୀତ ଋତୁରେ କରୋନା ଅଧିକ ଭୟଙ୍କର ରୂପ ନେବ। ଆଗକୁ ଦୁର୍ଗାପୂଜା ଓ ଦୀପାବଳି ଆସୁଛି; ଘରେ ରହି ପୂଜା କରନ୍ତୁ। ପୂଜା ସମୟରେ ସର୍ବସାଧାରଣ ଜାଗାରେ ଭିଡ଼ କରନ୍ତୁ ନାହିଁ ବୋଲି ନବୀନ ଅନୁରୋଧ କରିଛନ୍ତି। ବାହାରକୁ ଗଲେ ମାସ୍କ ପିନ୍ଧନ୍ତୁ, ସାମାଜିକ ଦୂରତ୍ୱ ରଖନ୍ତୁ, ହାତ ଧୁଅନ୍ତୁ ବୋଲି ନବୀନ କହିଛନ୍ତି। ଆମେ ସାବଧାନ ରହିଲେ ଆଉ ସଂକ୍ରମଣ ବଢ଼ି ପାରିବ ନାହିଁ ବୋଲି ସେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story