ପୁରୀ(ଓଡ଼ିଶା ରିପୋର୍ଟର): ନାଗରିକ ସଂଶୋଧନ ଆଇନ୍(ସିଏଏ) ଓ ଏନ୍ଆର୍ସିକୁ ସମଗ୍ର ଭାରତରେ ବିରୋଧ କରାଯାଉଛି। ଦେଶର ବିଭିନ୍ନ ସ୍ଥାନରେ ହିଂସା ଘଟୁଛି। ସଂଘର୍ଷରେ ବର୍ତ୍ତମାନ ସୁଦ୍ଧା ୧୦ରୁ ଅଧିକ ଲୋକଙ୍କ ଜୀବନ ଯାଇଛି। ତଥାପି ଏହି ବିଲ୍କୁ ଓଡ଼ିଶାରେ ସମର୍ଥନ କରାଯାଇଛି।
ପୁରୀ ପୌର ସଦନ ଛକଠାରେ ପିପୁଲ୍ସ ଫୋରମ୍ ପକ୍ଷରୁ ଏନ୍ଆରସି ଓ ସିଏଏକୁ ସମର୍ଥନ ଜଣାଯାଇଛି। ଏହାଛଡ଼ା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଏହି ପଦକ୍ଷେପକୁ ସ୍ୱାଗତ କରାଯାଇଛି। ଦୀର୍ଘ ବର୍ଷଧରି ପାକିସ୍ତାନ ଓ ବାଂଲାଦେଶରୁ ନର୍ଯାତିତ ହୋଇ ଆସିଥିବା ହିନ୍ଦୁମାନେ ଭାରତରେ ଅଛନ୍ତି। ସେମାନଙ୍କୁ ଭାରତର ନାଗରିତା ଦିଆଯିବା ଦରକାର। ଏହାକୁ ନେଇ ମୁସଲମାନମାନେ ଭୟଭୀତ ହେବାର ଆବଶ୍ୟକତା ନାହିଁ ବୋଲି ଫୋରମ୍ ପକ୍ଷରୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।