‘ରଥ ଗହଳିକୁ ଗଲେ ମାସ୍କ ପିନ୍ଧ, ଲକ୍ଷଣ ଥିଲେ ଘରେ ଟିଭି ଦେଖ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ପାଖେଇ ଆସୁଛି ରଥ ଯାତ୍ରା। ଦୀର୍ଘ ୨ ବର୍ଷର ବ୍ୟବଧାନ ପରେ ଏଥର ରଥ ଯାତ୍ରାରେ ସାମିଲ ହେବେ ଶ୍ରଦ୍ଧାଳୁ। ରଥଯାତ୍ରା ପାଇଁ ଦେଶବିଦେଶରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସୁଅ ପୁରୀକୁ ଛୁଟିବ। ଏପରି ସମୟରେ କରୋନା ସଂକ୍ରମଣ ଆଶଙ୍କା ଅଧିକ ଥିବାରୁ ବେଶ୍‌ ସତର୍କତା ଅବଲମ୍ବନ କରିବାକୁ ସୂଚାଇ ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ରଥ ଯାତ୍ରା ସମୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା […]

bijay mohapatra

bijay mohapatra

Niharika Rout
  • Published: Monday, 27 June 2022
  • Updated: 27 June 2022, 12:27 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ପାଖେଇ ଆସୁଛି ରଥ ଯାତ୍ରା। ଦୀର୍ଘ ୨ ବର୍ଷର ବ୍ୟବଧାନ ପରେ ଏଥର ରଥ ଯାତ୍ରାରେ ସାମିଲ ହେବେ ଶ୍ରଦ୍ଧାଳୁ। ରଥଯାତ୍ରା ପାଇଁ ଦେଶବିଦେଶରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସୁଅ ପୁରୀକୁ ଛୁଟିବ। ଏପରି ସମୟରେ କରୋନା ସଂକ୍ରମଣ ଆଶଙ୍କା ଅଧିକ ଥିବାରୁ ବେଶ୍‌ ସତର୍କତା ଅବଲମ୍ବନ କରିବାକୁ ସୂଚାଇ ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର।

ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ରଥ ଯାତ୍ରା ସମୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା ଥିବାରୁ ଆମେ ସେଥିପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛୁ। ଏଥିନିମନ୍ତେ ହସ୍ପିଟାଲକୁ ପ୍ରସ୍ତୁତ ରଖାଯାଇଛି। କେବଳ କୋଭିଡ ନୁହେଁ, ଏହି ସମୟରେ ଝାଡ଼ାବାନ୍ତି ପରି ରୋଗ ଯେପରି ନ ବ୍ୟାପେ ସେଥିପ୍ରତି ସମସ୍ତେ ଯତ୍ନବାନ ରହିବା ଉଚିତ।

ଯେଉଁମାନଙ୍କର ସାମାନ୍ୟ ଲକ୍ଷଣ ରହୁଛି, ରଥ ଯାତ୍ରା ବେଳେ ଭିଡ଼କୁ ଯାଆନ୍ତୁ ନାହିଁ। ଘରେ ବସି ଟିଭି ଦେଖନ୍ତୁ। ରଥ ଯାତ୍ରା ଗହଳିକୁ ଯିବା ସମୟରେ ସମସ୍ତେ ମାସ୍କ ପିନ୍ଧନ୍ତୁ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

ରଥ ଯାତ୍ରାରେ ବହୁ ଶ୍ରଦ୍ଧାଳୁଙ୍କ ଆଗମନକୁ ଦେଖି ପୁରୀ ଷ୍ଟେସନ, ବସ୍‌ଷ୍ଟାଣ୍ଡ ଓ ବଡ଼ଦାଣ୍ଡରେ ହେଲଥ୍‌ କ୍ୟାମ୍ପ ଖୋଲାଯାଇଛି। ସାମାନ୍ୟ ଲକ୍ଷଣ ଥିଲେ ତୁରନ୍ତ ଟେଷ୍ଟ କରାଇ ନିଅନ୍ତୁ। ଏହି ସମୟରେ ଅନ୍ୟ ରୋଗ ଦ୍ୱାରା ଆକ୍ରାନ୍ତ ହେବା ଆଶଙ୍କା ଥିବାରୁ ସ୍ୱଚ୍ଛ ପାଣି ପିଇବା ସହ, ଭଲ ଖାଦ୍ୟ ଖାଇବାକୁ ଉପଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ।

ରାଜ୍ୟରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ କିଛି  ଦିନ ହେଲା ରାଜ୍ୟରେ କରୋନା ସଂକ୍ରମଣ ଟ୍ରେଣ୍ଡ ୨ ଅଙ୍କରେ ରହିଛି।  ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୯ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ କେବଳ ୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକରୁ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୮, ବାଲେଶ୍ୱରରୁ ୫ ଓ ପୁରୀରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ପୁରୀରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତାଜନକ ସ୍ଥିତିରେ ପହଞ୍ଚି ନ ଥିବା ବେଳେ ରଥ ଯାତ୍ରା ସମୟରେ ଏହା ବୃଦ୍ଧି ପାଇବା ଆଶଙ୍କା ଦେଖାଦେଇଛି। ତେଣୁ ଏବେଠୁ ବିଭିନ୍ନ ପ୍ରତିଷେଧକମୂଳକ ପଦକ୍ଷେପମାନ ଗ୍ରହଣ କରାଯାଉଥିବା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ।

ସୂଚନାଯୋଗ୍ୟ, ପୁରୀ ରଥ ଯାତ୍ରାକୁ ଶୃଙ୍ଖଳିତ ଓ ସୁରକ୍ଷିତ ଭାବେ ଆୟୋଜିତ କରିବା ନିମନ୍ତେ ଆଜି ପୁଲିସ୍‌ ଡିଜି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ପୁରୀରେ ବରିଷ୍ଠ ପୁଲିସ୍ ଅଧିକାରୀଙ୍କ ମିଟିଙ୍ଗ ବସିଛି। ଚଳିତ ବର୍ଷ ରଥଯାତ୍ରାରେ ପୁରୀରେ ୧୮୦ ପ୍ଲାଟୁନ ଫୋର୍ସ ସହ ବରିଷ୍ଠ ଅଧିକାରୀ  ମୁତୟନ ହେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story