ଭିଜାଇଲା ବର୍ଷା, ୯ ଯାଏ ଏଭଳି ପାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଣି ପାଗରେ ପରିବର୍ତ୍ତନ । ଶୀତ, ବର୍ଷା, ଶୀତ ପରେ ପୁଣି ପାଗ କୋହଲା । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ। ରାଜ୍ୟରେ କେତେକ ସ୍ଥାନରେ ଗତକାଲିଠାରୁ ବର୍ଷା ଆରମ୍ଭ ହୋଇଛି । ତାଳଚେର, ଟିଟିଲାଗଡ଼, ଝାରସୁଗୁଡ଼ା ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଆହୁରି ଅନେକ ଜାଗାରେ ଝିପିଝିପି ବର୍ଷା ହେଉଥିବା ସୂଚନା ମିଳିଛି । ଆସନ୍ତା ୨୪ […]

rain-1--1

rain-1--1

Niharika Rout
  • Published: Wednesday, 05 February 2020
  • Updated: 05 February 2020, 10:38 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଣି ପାଗରେ ପରିବର୍ତ୍ତନ । ଶୀତ, ବର୍ଷା, ଶୀତ ପରେ ପୁଣି ପାଗ କୋହଲା । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ।

ରାଜ୍ୟରେ କେତେକ ସ୍ଥାନରେ ଗତକାଲିଠାରୁ ବର୍ଷା ଆରମ୍ଭ ହୋଇଛି । ତାଳଚେର, ଟିଟିଲାଗଡ଼, ଝାରସୁଗୁଡ଼ା ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଆହୁରି ଅନେକ ଜାଗାରେ ଝିପିଝିପି ବର୍ଷା ହେଉଥିବା ସୂଚନା ମିଳିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପ କିମ୍ବା ମଧ୍ୟମ ଧରଣର ବର୍ଷା ଓ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର  ଡ୍ୟୁଟି ଅଫିସର ଚରଣ ବେହେରା କହିଛନ୍ତି, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼  ଓ କେଉଁଝର ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ହେଲେ ୨ ଦିନ ପର୍ଯ୍ୟନ୍ତ ରାତିରେ ତାପମାତ୍ରା  ସ୍ୱାଭାବିକ ରହିବ । ବର୍ଷା ଓ ମେଘୁଆ ପାଗ ଯୋଗୁଁ ରାତିରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ଦେଖାଯିବ ନାହିଁ । ତା ପରେ ବାଦଲ ଅପସରି ଗଲେ ୮ ଓ ୯ ତାରିଖରୁ ତାପମାତ୍ରା ଆହୁରି ହ୍ରାସ ପାଇବ ବୋଲି ସେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story