ଘଡ଼ଘଡ଼ି ସହ ବର୍ଷା ହେବ: ୧୪ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୧୪ଟି ଜିଲ୍ଲାରେ ଆଜି ଘଡ଼ଘଡ଼ି ସହ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା- କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଢେଙ୍କାନାଳ ଓ ଅନୁଗୋଳ। ସକାଳ୧୦ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

Lighting

Rakesh Mallick
  • Published: Wednesday, 18 July 2018
  • , Updated: 18 July 2018, 07:39 AM IST

Related story