ପ୍ରବଳ ବର୍ଷିବ, ବଜ୍ରପାତ ହେବ: ୧୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହାସହ ବଜ୍ରପାତର ମଧ୍ୟ ଆଶଙ୍କା ରହିଛି। ଏଣୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡିକ ହେଲା- ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଭଦ୍ରକ, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ ମାଲକାନଗିରି। ଏହି ସବୁ ଜିଲ୍ଲାର ଲୋକଙ୍କୁ ଦିନ ସାଢ଼େ ୧୨ଟା ପର୍ଯ୍ୟନ୍ତ ସତର୍କ […]

Rain

Rakesh Mallick
  • Published: Monday, 16 July 2018
  • , Updated: 16 July 2018, 09:21 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହାସହ ବଜ୍ରପାତର ମଧ୍ୟ ଆଶଙ୍କା ରହିଛି। ଏଣୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡିକ ହେଲା- ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଭଦ୍ରକ, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ ମାଲକାନଗିରି। ଏହି ସବୁ ଜିଲ୍ଲାର ଲୋକଙ୍କୁ ଦିନ ସାଢ଼େ ୧୨ଟା ପର୍ଯ୍ୟନ୍ତ ସତର୍କ ରହିବାକୁ କୁହାଯାଇଛି।

ଗତକାଲି ରାତିରୁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।

Related story