କାଳବୈଶାଖୀ ନେଇ ୧୦ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାଳବୈଶାଖୀ ନେଇ ୧୦ଟି ଜିଲ୍ଲାକୁ ସନ୍ଧ୍ୟା ସାଢେ ୬ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଜିଲ୍ଲା ଗୁଡିକ ହେଲା, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ନୂଆପଡ଼ା ଓ ବରଗଡ଼। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ହେବାର ସମ୍ଭାବନା ଥିବାରୁ ଘରୁ ନବାହାରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

thunderstorms

Rakesh Mallick
  • Published: Sunday, 13 May 2018
  • , Updated: 13 May 2018, 04:25 PM IST

Related story