୭ଟି ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆଜି ରାଜ୍ୟର କେତେକ ସ୍ଥାନରେ ଧୂଳିଝଡ଼ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଘଡ଼ଘଡ଼ି ମଧ୍ୟ ମାରିବ। ସେଥିପାଇଁ ୭ଟି ଜିଲ୍ଲାକୁ ରାତି ୬ଟା ୩୦ ଯାଏ ସତର୍କ ରହିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଏହି ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ ଓ ନୟାଗଡ଼। ଏହି ଜିଲ୍ଲା ଗୁଡ଼ିକରେ […]

lightning-trees.ngsversion

lightning-trees.ngsversion

Tapas Behera
  • Published: Wednesday, 22 May 2019
  • Updated: 22 May 2019, 03:55 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆଜି ରାଜ୍ୟର କେତେକ ସ୍ଥାନରେ ଧୂଳିଝଡ଼ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଘଡ଼ଘଡ଼ି ମଧ୍ୟ ମାରିବ। ସେଥିପାଇଁ ୭ଟି ଜିଲ୍ଲାକୁ ରାତି ୬ଟା ୩୦ ଯାଏ ସତର୍କ ରହିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

ଏହି ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ ଓ ନୟାଗଡ଼। ଏହି ଜିଲ୍ଲା ଗୁଡ଼ିକରେ ସଂଧ୍ୟା ୬ଟା ୩୦ ଯାଏ ଧୂଳିଝଡ଼, ଘଡ଼ଘଡ଼ି ସହ ହାଲୁକା ବର୍ଷା ସମ୍ଭାବନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos