ସାଢ଼େ ୧୦ଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୮ଟି ଜିଲ୍ଲାବାସୀଙ୍କୁ ଦିନ ୧୦ଟା ୩୦ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଖୋର୍ଦ୍ଧା, ସୁନ୍ଦରଗଡ଼ ଓ ନୟାଗଡ଼।

lighting

Jyoshna Pradhan
  • Published: Thursday, 30 January 2020
  • , Updated: 30 January 2020, 09:28 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

୮ଟି ଜିଲ୍ଲାବାସୀଙ୍କୁ ଦିନ ୧୦ଟା ୩୦ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଖୋର୍ଦ୍ଧା, ସୁନ୍ଦରଗଡ଼ ଓ ନୟାଗଡ଼।

Related story