/odisha-reporter/media/post_attachments/uploads/2019/06/ARRT.jpg)
rain1
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
Advertisment
୧୭ ଜିଲ୍ଲାବାସୀଙ୍କୁ ଦିନ ୧୧ଟା ୩୦ ମଧ୍ୟରେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ନୟାଗଡ଼।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
