ଅପରାହ୍ଣ ସାଢ଼େ ୩ଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ଣ ୩ଟା ୩୦ ଯାଏ ୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ପୁରୀ ଓ ସୁନ୍ଦରଗଡ଼।

rain

rain

Jyoshna Pradhan
  • Published: Thursday, 30 January 2020
  • Updated: 30 January 2020, 12:17 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଅପରାହ୍ଣ ୩ଟା ୩୦ ଯାଏ ୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ପୁରୀ ଓ ସୁନ୍ଦରଗଡ଼।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story