କାଲିଠାରୁ ଏହି ୧୦ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତାକାଲିଠାରୁ ରାଜ୍ୟର ୧୦ଟି ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏ ସବୁ ଜିଲ୍ଲା ହେଲେ- ଗଜପତି, କେନ୍ଦୁଝର, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼। ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଏହି ସମସ୍ତ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ […]

A man holds an umbrella

A man holds an umbrella

Rakesh Mallick
  • Published: Wednesday, 11 July 2018
  • Updated: 11 July 2018, 06:07 PM IST

Sports

Latest News

ଭୁବନେଶ୍ୱର: ଆସନ୍ତାକାଲିଠାରୁ ରାଜ୍ୟର ୧୦ଟି ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏ ସବୁ ଜିଲ୍ଲା ହେଲେ- ଗଜପତି, କେନ୍ଦୁଝର, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼। ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଏହି ସମସ୍ତ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଆଜି ସାରା ରାଜ୍ୟରେ ଦିନସାରା ଆକାଶ ମେଘୁଆ ରହିଥିଲା। କେତେକ ସ୍ଥାନରେ ଝିପିଝିପି ବର୍ଷା ମଧ୍ୟ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos