ପୁଣି ଭିଜାଇବ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଣି ଭିଜାଇବ ବର୍ଷା । ଆସନ୍ତା ୪ରୁ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆଜି ସକାଳ ସାଢ଼େ ୮ଟା ଯାଏ ୧୩ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ସେହି ଜିଲ୍ଲାଗୁଡ଼ିକ ହେଉଛି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ଢେଙ୍କାନାଳ, ବାଲେଶ୍ୱର ଏବଂ ଭଦ୍ରକ । ସେହିପରି ଆସନ୍ତାକାଲି ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି […]

rain

rain

Niharika Rout
  • Published: Tuesday, 08 September 2020
  • Updated: 08 September 2020, 08:12 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଣି ଭିଜାଇବ ବର୍ଷା । ଆସନ୍ତା ୪ରୁ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ଆଜି ସକାଳ ସାଢ଼େ ୮ଟା ଯାଏ ୧୩ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ସେହି ଜିଲ୍ଲାଗୁଡ଼ିକ ହେଉଛି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ଢେଙ୍କାନାଳ, ବାଲେଶ୍ୱର ଏବଂ ଭଦ୍ରକ ।

ସେହିପରି ଆସନ୍ତାକାଲି ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା ଏବଂ ବୌଦ୍ଧ ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏହାଛଡ଼ା ଭୁବନେଶ୍ୱର, କଟକରେ ବି କାଳବୈଶାଖୀ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story