ସକାଳ ସାଢ଼େ ଦଶଟା ଯାଏ ସତର୍କ ରୁହନ୍ତୁ
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ୧୪ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କଟକ, ପୁରୀ, ଝାରସୁଗୁଡ଼ା।
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ୧୪ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କଟକ, ପୁରୀ, ଝାରସୁଗୁଡ଼ା।