ସକାଳ ସାଢ଼େ ଦଶଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ୧୪ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କଟକ, ପୁରୀ, ଝାରସୁଗୁଡ଼ା।

rain-1-1-750x430

Jyoshna Pradhan
  • Published: Thursday, 12 September 2019
  • , Updated: 12 September 2019, 11:09 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ୧୪ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କଟକ, ପୁରୀ, ଝାରସୁଗୁଡ଼ା।

Related story