୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ଆଜି ରାଜ୍ୟର ୧୫ ଜିଲ୍ଲାରେ ବର୍ଷା ହେବ। ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ବି ମାରିବ। ଏଥିପାଇଁ ଅପରାହ୍ମ ୪ଟା ୩୦ ଯାଏ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା ।

rain-1-1-750x430

rain-1-1-750x430

Niharika Rout
  • Published: Wednesday, 28 August 2019
  • Updated: 28 August 2019, 02:55 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ଆଜି ରାଜ୍ୟର ୧୫ ଜିଲ୍ଲାରେ ବର୍ଷା ହେବ। ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ବି ମାରିବ। ଏଥିପାଇଁ ଅପରାହ୍ମ ୪ଟା ୩୦ ଯାଏ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସେହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos