୨ ଜିଲ୍ଲାରେ ଅତିପ୍ରବଳ ବର୍ଷା, ୮ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ୪୮ ଘଣ୍ଟା ଭିତରେ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ କଳାହାଣ୍ଡି, ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଥିରେ ଆସନ୍ତାକାଲି ପର୍ଯ୍ୟନ୍ତ ୮ ଜିଲ୍ଲା ଲାଗି ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ଗଜପତି ଓ […]

weather

weather

Niranjan Mishra
  • Published: Sunday, 07 August 2022
  • Updated: 07 August 2022, 05:37 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ୪୮ ଘଣ୍ଟା ଭିତରେ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ କଳାହାଣ୍ଡି, ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏଥିରେ ଆସନ୍ତାକାଲି ପର୍ଯ୍ୟନ୍ତ ୮ ଜିଲ୍ଲା ଲାଗି ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ଗଜପତି ଓ ଗଂଜାମ।

ସେହିପରି ଆସନ୍ତାକାଲି ପର୍ଯ୍ୟନ୍ତ ୧୦ ଜିଲ୍ଲା ଲାଗି ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, କଟକ, ସମ୍ବଲପୁର, ଜଗତସିଂହପୁର ଓ ଅନୁଗୁଳ।

ତଳିଆ ଅଞ୍ଚଳରୁ ବର୍ଷାଜଳ ନିଷ୍କାସନ ପାଇଁ ଚାଷୀମାନେ ଆବଶ୍ୟକ ବ୍ୟବସ୍ଥା କରିବାକୁ ସୂଚନା ଜାରି କରାଯାଇଛି। ଆଜିଠୁ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ମାଛ ମାରିବା ନିମନ୍ତେ ଯିବାକୁ ମନା କରାଯାଇଛି।

ଅତିପ୍ରବଳ ବର୍ଷା ପ୍ରଭାବରେ ପାହାଡ଼ିଆ ଅଞ୍ଚଳରେ ଭୂ-ସ୍ଖଳନ ସମ୍ଭାବନା ରହିଛି। ତଳିଆ ଅଞ୍ଚଳ, ଅଣ୍ଡରପାସ୍ ରୋଡରେ ଜଳବନ୍ଦୀ ଅବସ୍ଥା ହେବା ଆଶଙ୍କା ରହିଛି। ପ୍ରବଳ ବର୍ଷା ଯୋଗୁଁ କଚ୍ଚା ରାସ୍ତା ଓ କଚ୍ଚାଘର ପ୍ରଭାବିତ ହେବା ସମ୍ଭାବନା ଅଛି। ପ୍ରବଳବର୍ଷା ଯୋଗୁଁ ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଉପୁଜିବା ଆଶଙ୍କା ରହିଥିବା ସତର୍କ ସୂଚନାରୁ ଜଣାପଡ଼ିଛି।

https://twitter.com/mcbbsr/status/1556212050610688000?s=20&t=aa5INUwmdZH5hOhBUqeQ3w

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story