ଦିନ ୧୦ଟା ଯାଏ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୦ଟା ଯାଏ ୧୨ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, କେନ୍ଦୁଝର, ଦେବଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ ଓ କନ୍ଧମାଳ।

lighting-pti

lighting-pti

Jyoshna Pradhan
  • Published: Tuesday, 25 February 2020
  • , Updated: 25 February 2020, 07:34 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧୦ଟା ଯାଏ ୧୨ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, କେନ୍ଦୁଝର, ଦେବଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ ଓ କନ୍ଧମାଳ।

Related story