ବନ୍ଦ ହେଲା ସ୍ୱାଭିମାନ ଅଞ୍ଚଳରେ ସାପ୍ତାହିକ ହାଟ

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଓବାଦୀ ଓ ଆଦିବାସୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହେବା ଦିନଠାରୁ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଛି। ଏହାକୁ ଦୃଷ୍ଟିରେ ରଖି କୌଣସି ଅଘଟଣ ଆଶଙ୍କାରେ ସ୍ୱାଭିମାନ ଅଞ୍ଚଳରେ ବସୁଥିବା ଦାରଲାବେଡ଼ା ଓ ଝାମୁଗୁଡ଼ ସାପ୍ତାହିକ ହାଟକୁ ପ୍ରଶାସନ ପକ୍ଷରୁ ବନ୍ଦ କରିଦିଆଯାଇଛି। ଏଥିଯୋଗୁ ସ୍ଥାନୀୟ ଅଞ୍ଚଳବାସୀ ଦୈନନ୍ଦିନ ବ୍ୟବହାର କରୁଥିବା ସାମଗ୍ରୀ ପାଇ ନ ପାରି ବହୁ ହଇରାଣ ହେଉଛନ୍ତି । ଏହି ଅଞ୍ଚଳରେ ଶାନ୍ତି […]

haat-1--1

haat-1--1

Niharika Rout
  • Published: Wednesday, 05 February 2020
  • Updated: 05 February 2020, 09:55 AM IST

Sports

Latest News

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଓବାଦୀ ଓ ଆଦିବାସୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହେବା ଦିନଠାରୁ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଛି। ଏହାକୁ ଦୃଷ୍ଟିରେ ରଖି କୌଣସି ଅଘଟଣ ଆଶଙ୍କାରେ ସ୍ୱାଭିମାନ ଅଞ୍ଚଳରେ ବସୁଥିବା ଦାରଲାବେଡ଼ା ଓ ଝାମୁଗୁଡ଼ ସାପ୍ତାହିକ ହାଟକୁ ପ୍ରଶାସନ ପକ୍ଷରୁ ବନ୍ଦ କରିଦିଆଯାଇଛି।

ଏଥିଯୋଗୁ ସ୍ଥାନୀୟ ଅଞ୍ଚଳବାସୀ ଦୈନନ୍ଦିନ ବ୍ୟବହାର କରୁଥିବା ସାମଗ୍ରୀ ପାଇ ନ ପାରି ବହୁ ହଇରାଣ ହେଉଛନ୍ତି । ଏହି ଅଞ୍ଚଳରେ ଶାନ୍ତି ଫେରାଇ ଆଣିବା ସହ ତୁରନ୍ତ ହାଟ ଚାଲୁ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ପ୍ରଶାସନକୁ ନିବେଦନ କରିଛନ୍ତି ।

ଜାନୁଆରି ୨୫ ତାରିଖରେ ମାଓବାଦୀ ଓ ଗାଁ ଲୋକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା । ଗାଁ ଲୋକଙ୍କ ଆକ୍ରମଣରେ ଜଣେ ମାଓବାଦୀ ପ୍ରାଣ ହରାଇଥିଲା । ଏହାକୁ ନେଇ ମାଓବାଦୀ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା । ପରେ ଏହି ଘଟଣାକୁ ନେଇ ସ୍ୱାଭିମାନ ଅଞ୍ଚଳର ୨ ଗୋଷ୍ଠୀ ୨ଟି ଜାଗାରେ ମେଳି କରିଥିଲେ । ସେବେଠାରୁ ସ୍ୱାଭିମାନ ଅ଼ଞ୍ଚଳରେ ଅଶାନ୍ତି ଲାଗି ରହିଛି । ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଶାନ୍ତି ଫେରାଇ ଆଣିବା ଲାଗି ପ୍ରଶାସନ ଓ ପୁଲିସ୍‌ ଉଦ୍ୟମ ଜାରି ରଖିଥିବା ଅତିରିକ୍ତ ବିଡିଓ କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story