ଶ୍ରୀଜୀଉଙ୍କୁ ଦର୍ଶନ କଲେ ମମତା

ପୁରୀ: ଆଜି ସନ୍ଧ୍ୟାରେ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଶ୍ରୀ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ର ତାଙ୍କୁ ମନ୍ଦିର ଭିତରକୁ ନେଇ ଦର୍ଶନ କରାଇଥିଲେ। ପାଖାପାଖି ୪୫ ମିନିଟ୍‌ ଧରି ମମତା ମନ୍ଦିର ଭିତରେ ବିତାଇଥିଲେ। ଆଜି ଅପରାହ୍ନରେ ମାମଲା ଶ୍ରୀମନ୍ଦିରକୁ ମମତା ଆସୁଥିବା ବେଳେ ବଜରଙ୍ଗ ଦଳର କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପୋଲିସ ଏହି ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖିଛି।

mamata

Rakesh Mallick
  • Published: Wednesday, 19 April 2017
  • , Updated: 19 April 2017, 08:54 PM IST

ପୁରୀ: ଆଜି ସନ୍ଧ୍ୟାରେ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଶ୍ରୀ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ର ତାଙ୍କୁ ମନ୍ଦିର ଭିତରକୁ ନେଇ ଦର୍ଶନ କରାଇଥିଲେ। ପାଖାପାଖି ୪୫ ମିନିଟ୍‌ ଧରି ମମତା ମନ୍ଦିର ଭିତରେ ବିତାଇଥିଲେ।

ଆଜି ଅପରାହ୍ନରେ ମାମଲା ଶ୍ରୀମନ୍ଦିରକୁ ମମତା ଆସୁଥିବା ବେଳେ ବଜରଙ୍ଗ ଦଳର କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପୋଲିସ ଏହି ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖିଛି।

Related story