ଭିଜେଇଦେବ ପଶ୍ଚିମା ଝଡ଼

ଆସନ୍ତା ୧୫ ତାରିଖରୁ ରାଜ୍ୟର ପାଗ ବଦଳିବ। ପଶ୍ଚିମା ଝଡ଼ ପ୍ରଭାବରେ ସାରା ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏନେଇ ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। 

Manoj Swain
  • Published: Tuesday, 14 March 2023
  • Updated: 14 March 2023, 12:28 PM IST

Sports

Latest News

ଆସନ୍ତା ୧୫ ତାରିଖରୁ ରାଜ୍ୟର ପାଗ ବଦଳିବ। ପଶ୍ଚିମା ଝଡ଼ ପ୍ରଭାବରେ ସାରା ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏନେଇ ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos