Advertisment

ଭିଜେଇଦେବ ପଶ୍ଚିମା ଝଡ଼

ଆସନ୍ତା ୧୫ ତାରିଖରୁ ରାଜ୍ୟର ପାଗ ବଦଳିବ। ପଶ୍ଚିମା ଝଡ଼ ପ୍ରଭାବରେ ସାରା ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏନେଇ ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

Odisha Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe